Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କଳାହାଣ୍ଡିରେ ବିଜୁ ଯୁବ ବାହିନୀଙ୍କ କରୋନା ସଚେତନତା
ଆଞ୍ଚଳିକ

କଳାହାଣ୍ଡିରେ ବିଜୁ ଯୁବ ବାହିନୀଙ୍କ କରୋନା ସଚେତନତା

May 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବବୁଲୁ ସାହୁ

କଳାହାଣ୍ଡି : କଳାହାଣ୍ଡି ବିଜୁ ଯୁବ ବାହିନୀ କରୋନା ଭଳି ମହାମାରୀ ସମୟରେ ସହରାଂଚଳର ବିଭିନ୍ନ ଓ୍ବାର୍ଡକୁ ଯାଇ ଲୋକଙ୍କୁ ସଚେତନ କରିବା ପାଇଁ ଅଣ୍ଟା ଭିଡିଛି । ଆଜି ଭବାନୀପାଟଣା ପୌରାଞ୍ଚଳ ବିଜୁ ଯୁବବାହିନୀର ସ୍ବେଚ୍ଛାସେବୀ ମାନେ ସ୍ଥାନୀୟ ଓ୍ବାର୍ଡ ନଂ ୧୯ର  ମଦନମୋହନ ପଡା ଓ ଦର୍ପଣ ସାଗର ପଡାରେ ‘ସଚେତନ ଓ୍ବାର୍ଡ , ସୁରକ୍ଷିତ ଓ୍ବାର୍ଡ’ ଅଭିଯାନ ଜରିଆରେ ଲୋକଙ୍କୁ କରୋନା ମହାମାରୀ ସମ୍ପର୍କରେ ସଚେତନ କରିଛନ୍ତି ।

ଜିଲ୍ଲା ସଂଯୋଜକ ଅବିନାଶ ଠାକୁରଙ୍କ ନେତୃତ୍ୱରେ ଲୋକମାନଙ୍କୁ ମାସ୍କ, ସାବୁନ ବଣ୍ଟନ କରିବା ସହ ସାମାଜିକ ଦୂରତ୍ୱ ଓ ବ୍ୟକ୍ତିଗତ ସ୍ବଚ୍ଛତା ଉପରେ ବିଜୁ ଯୁବ ବାହିନୀ ସ୍ବେଚ୍ଛାସେବୀମାନେ ସଚେତନ କରିଥିଲେ । ଏହି କାର୍ଯ୍ୟକ୍ରମରେ ମ୍ୟୁନିସିପାଲିଟି ସଂଯୋଜକ ଅଭିଷେକ ମହାପାତ୍ର, ସ୍ବେଚ୍ଛାସେବୀ ଜିତେନ୍ଦ୍ର ବେହେରା,ମହମ୍ମଦ ମୋସିମ, ମହମ୍ମଦ ଇସମାଇଲ, ଅମିତ ଯାଦବ, ଦେବରାଜ ନାଗ, ବିଭୁତି ଗଉଡ, ରାଜେନ୍ଦ୍ର ବେହେରା,ଜଗନ୍ନାଥ ନାଏକ, ନିରାକାର ବାଗ,ଯୁଗେଶ୍ୱର,ବାଗ, ରାକେଶ ଗହୀର, ବିରଞ୍ଚି ଗହୀର ପ୍ରମୁଖ ସାମିଲ ହୋଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ଆଜି ଦେଶରେ ଆମ ଯୁବବର୍ଗଙ୍କ ପାଇଁ ନୂଆ ନୂଆ କ୍ଷେତ୍ରର ବିକାଶ ଘଟୁଛି: ପ୍ରଧାନମନ୍ତ୍ରୀ

August 8, 2026

ମୁଖ୍ୟମନ୍ତ୍ରୀ ବିଜୟଙ୍କ ପାଇଁ ବଡ଼ ଝଟକା!: ବୈଠକରେ ଅନୁପସ୍ଥିତ ରହିଲେ ୩୭ ସାଂସଦ

August 8, 2026

ଶ୍ରୀଲଙ୍କା ଟେଷ୍ଟ ସିରିଜରେ ସାଇ ସୁଦର୍ଶନଙ୍କ ସ୍ଥାନ ନେବେ ଶୈକ ରଶିଦ!: ଜାଣନ୍ତୁ ସେ କିଏ?

August 8, 2026

ପିଏମ୍ ଶ୍ରୀ ଜେଏନ୍‌ଭି ଗୁରୁଜଙ୍ଗରେ ୫୩ତମ ରାଷ୍ଟ୍ରୀୟ ବାଳ ବୈଜ୍ଞାନିକ ପ୍ରଦର୍ଶନୀ

August 8, 2026

ଭାରତର ଆଉ ଏକ ଶତ୍ରୁ ନିହତ: ପାକିସ୍ତାନରେ ଲସ୍କର କମାଣ୍ଡର କାରୀ ସଇଦ ମୃତ

August 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.