Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିତ୍ରକଳା ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା
ଆଞ୍ଚଳିକ

ଚିତ୍ରକଳା ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା

May 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ରେଢାଖୋଲ ସହରର ଭୀମଭୋଇ ଛକ ଠାରେ ଭୀମଭୋଇ ଆର୍ଟ ସୋସାଇଟି ରେଢାଖୋଲ ତରଫରୁ ଚିତ୍ର କଳା ମାଧ୍ୟମରେ କରୋନା ସଂପର୍କରେ ଜନ ସଚେତନତା ସୃଷ୍ଟି କରାଯାଇଛି । ଚିତ୍ର ଶିଳ୍ପୀ ସୁଧୀର କୁମାର ସ୍ୱାଇଁ ଓ ସୁରେଶ କୁମାର ପୋଢ ଭୀମଭୋଇ ଛକ ନିକଟରେ କରୋନା ସଂପର୍କରେ ଏକ ଚିତ୍ର କରି ମହାମାରୀ କରୋନାକୁ କିପରି ସାରା ବିଶ୍ୱରୁ ହଟାଯାଇପାରିବ ଲୋକମାନଙ୍କୁ ଚିତ୍ରମାଧ୍ୟମରେ ବାର୍ତ୍ତା ଦେଇଥିଲେ । କରୋନା ଠାରୁ ଦୂରେଇ ରହିବାକୁ ହେଲେ ପ୍ରତ୍ୟେକ ମଣିଷ ମାକ୍ସ ପିନ୍ଧି ନିଜକୁ କରୋନା ଠାରୁ ସୁରକ୍ଷା ପାଇବା ପାଇଁ ମଧ୍ୟ ଚିତ୍ରମାଧ୍ୟମରେ ବାର୍ତ୍ତା ଦେଇଛନ୍ତି । ଭିନ୍ନ ଭିନ୍ନ ସମୟରେ ଚିତ୍ରଶିଳପୀ ସୁଧୀର କୁମାର ସ୍ୱାଇଁ ରେଢାଖୋଲ ସହରରେ ଜନସଚେତନତା ସୃଷ୍ଟି ପାଇଁ ଏମିତି ପଥ ପାଶ୍ୱର୍ରେ ଚିତ୍ରକରି ଜନସାଧାରଣଙ୍କୁ ସଚେତନତାର ବାର୍ତ୍ତା ବାଂଟିଥାନ୍ତି । ଚିତ୍ରଶିଳପୀ ସୁଧୀର ରେଢାଖୋଲ ମାଟିରେ ଜନ୍ମ ଲାଭ କରିଥିଲେ ମଧ୍ୟ ସେ ଏବେ ଡିଏଭି ମେନେଜିଙ୍ଗ କମିଟିର ଚିତ୍ରକଳା ବିଭାଗରେ ଅଧ୍ୟାପନା କରୁଛନ୍ତି ।

ରେଢାଖୋଲ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ କନିକା ଚକ୍ରବର୍ତୀ, ଉପାଧ୍ୟକ୍ଷ ସୁନୀଲ କୁମାର ପ୍ରଧାନ ଯୋଗଦେଇ ଚିତ୍ରଶିଳପୀଙ୍କୁ ଭୂୟଂସୀ ପ୍ରଶଂସା କରିବା ସହ ଉପଢୌକନ ଦେଇ ସମ୍ମାନିତ କରିଥିଲେ । ଏହି ଚିତ୍ରକାଳରେ ରଂଜିତ ସିଂହ , ଅରୁଣ କୁମାର ଦେହୁରୀ ଏବଂ ପର୍ଶୁରାମ ପ୍ରଧାନ ସହଯୋଗ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

October 31, 2026

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026

ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026
Latest News

ଦକ୍ଷିଣ ଆଫ୍ରିକାର ଐତିହାସିକ ବିଜୟ: ଅଷ୍ଟ୍ରେଲିଆକୁ ୧୭୬ ରନରେ ହରାଇ ହେଲା ନମ୍ବର-୧

October 31, 2026

ଏକତରଫା ପ୍ରେମର କରୁଣ ପରିଣତି: ଘର ଭିତରୁ କଲେଜ୍ ଛାତ୍ରୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର

October 31, 2026

ଲୌହ ମାନବଙ୍କ ୫୬୦ ରାଜ୍ୟକୁ ଏକ କଲେ, ଆମେ ସମୃଦ୍ଧ ଓଡ଼ିଶା ଗଢିବା: ଏକତା ଦିବସରେ ମୁଖ୍ୟମନ୍ତ୍ରୀ

October 31, 2026

ED ର ବଡ଼ କାର୍ଯ୍ୟାନୁଷ୍ଠାନ: ଜେଲରୁ ମୁକୁଳିବା ମାତ୍ରେ ପୁଣି ଗିରଫ ହେଲେ ଆଜମ ଖାନ

October 31, 2026

ଋଷିକୁଲ୍ୟା ବନ୍ୟା ସ୍ଥିତି ସମୀକ୍ଷା: ବନ୍ଧ ପୁନରୁଦ୍ଧାର ପାଇଁ ସଚିବଙ୍କ ନିର୍ଦ୍ଦେଶ

October 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.