Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପ୍ରବାସୀ ଶ୍ରମିକଙ୍କ ଉଦ୍ଧାର ପାଇଁ ତିନି ବିଡିଓଙ୍କ ସହିତ ତିର୍ତ୍ତୋଲ ବିଧାୟକଙ୍କ ଆଲୋଚନା
ଆଞ୍ଚଳିକ

ପ୍ରବାସୀ ଶ୍ରମିକଙ୍କ ଉଦ୍ଧାର ପାଇଁ ତିନି ବିଡିଓଙ୍କ ସହିତ ତିର୍ତ୍ତୋଲ ବିଧାୟକଙ୍କ ଆଲୋଚନା

May 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ : କୋଭିଡ ୧୯ ସମୟରେ ତିର୍ତୋଲ ନିର୍ବାଚନ ମଣ୍ଡଳୀରେ ଥିବା ତିନିଟି ବ୍ଲକର ପ୍ରବାସୀ ଓଡ଼ିଆ ମାନଙ୍କ ସୁବିଧା ପାଇଁ ଆଗକୁ ବଢିଛନ୍ତି ବିଧାୟକ ବିଷ୍ଣୁ ଦାସ । ତିର୍ତ୍ତୋଲର ତିନି ବ୍ଲକ୍‌ର ବିଡିଓଙ୍କ ସହିତ ଏ ସମ୍ପର୍କରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ । ପ୍ରବାସୀ ଶ୍ରମିକଙ୍କୁ ଅଣାଯିବା ପରେ ସେମାନଙ୍କୁ କିଭଳି କ୍ବାରେଣ୍ଟାଇନ୍‌ରେ ରଖାଯିବ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା କରାଯିବ ସେ ସମ୍ପର୍କରେ ବିଧାୟକ ବିଡିଓଙ୍କ ସହିତ ଆଲୋଚନା କରିଥିଲେ ।
ସେହିପରି ସମସ୍ତ ପଞ୍ଚାୟତର କ୍ବାରେଣ୍ଟାଇନ୍‌ ବ୍ୟବସ୍ଥାର ତଦାରଖ ସ୍ବୟଂ ବିଧାୟକ ନିଜେ କରିବେ ବୋଲି ବିବୃତି ଦେଇଛନ୍ତି । ବିଧାୟକଙ୍କ ଏପରି ପଦକ୍ଷେପକୁ ଜିଲ୍ଲାର ବିଭିନ୍ନ ସାମାଜିକ କର୍ମୀଙ୍କ ପକ୍ଷରୁ ପ୍ରଶଂସା କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ବିଜୁ ଜୟନ୍ତୀ ସମୟରେ ଏହି ତିନୋଟି ବ୍ଲକ୍‌ରେ ରକ୍ତଦାନ କାର୍ଯ୍ୟକ୍ରମ କରି ଚର୍ଚ୍ଚାକୁ ଆସିଥିଲେ ।

bdo tirtol
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026

ରଙ୍କନାଥ ଦେବଙ୍କ ପୀଠରେ ହନୁମାନ ଚାଳିଶା ଯଜ୍ଞ: ମନ୍ଦିର ଉନ୍ନୟନ ପ୍ରକଳ୍ପ ଉଦଘାଟନ କରିବେ ଆଇନ ମନ୍ତ୍ରୀ

February 12, 2026

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026
Latest News

ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

February 14, 2026

‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ’କୁ ପ୍ରଶାସନିକ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରି

February 14, 2026

ଜିଓ ସମେତ ୧୦ଟି ଦେଶର ୧୫ଟି ପ୍ରମୁଖ ଟେକ୍ କମ୍ପାନୀ ଗଠନ କଲେ “ଟ୍ରଷ୍ଟେଡ୍ ଟେକ୍ ଆଲାଏନ୍ସ”

February 14, 2026

ଅଭିଷେକ ଶର୍ମା ଖେଳିବେ କି?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଦେଲେ ସ୍ପଷ୍ଟ ଉତ୍ତର

February 14, 2026

ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.