Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଧାୟିକାଙ୍କ ହସ୍ତକ୍ଷେପ ପରେ ସୁଧୁରିଲା ବେଗୁନିଆପଡା କ୍ବାରେଣ୍ଟାଇନ୍‌ ସେଣ୍ଟରର ବ୍ୟବସ୍ଥା
ଆଞ୍ଚଳିକ

ବିଧାୟିକାଙ୍କ ହସ୍ତକ୍ଷେପ ପରେ ସୁଧୁରିଲା ବେଗୁନିଆପଡା କ୍ବାରେଣ୍ଟାଇନ୍‌ ସେଣ୍ଟରର ବ୍ୟବସ୍ଥା

May 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ
ବେଗୁନିଆପଡା : ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ରାଗପୁର ଆଦର୍ଶ ଵିଦ୍ୟାଳୟ ଓ ବେଗୁନିଆପଡା ଜନତା ହାଇସ୍କୁଲରେ ପ୍ରବାସୀ ଓଡ଼ିଆଙ୍କ ରହଣି ପାଇଁ କ୍ବାରେଣ୍ଟାଇନ୍‌ ସେଣ୍ଟର କରାଯାଇଛି । ରାଗପୁର ଆଦର୍ଶ ବିଦ୍ୟାଳୟ ଠାରେ 145 ଓ ବେଗୁନିଆପଡା ଜନତା ହାଇସ୍କୁଲ ସେଣ୍ଟରରେ 222 ଜଣ ସୁରତ ଫେରନ୍ତା ରହୁଥିବାବେଳେ ଗତକାଲି ଖାଇବା ଓ ପାନୀୟ ଜଳଯୋଗାଣରେ ଅବ୍ୟବସ୍ଥା ଯୋଗୁଁ ପ୍ରବାସୀ ଓଡିଆଙ୍କ ପକ୍ଷରୁ ଅସନ୍ତୋଷ ପ୍ରକାଶ ପାଇଥିଲା ।

ତେବେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ହସ୍ତକ୍ଷେପ ପରେ ଏହି ସମସ୍ୟାର ସମାଧାନ ହୋଇଛି । ବିଡ଼ିଓ ବେଦବର ପ୍ରଧାନ ଓ ଅଧକ୍ଷା ପ୍ରତିନିଧି ବିଜୟ କୁମାର ଦୋରାଙ୍କୁ ସମସ୍ୟାର ସମାଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ ବିଧାୟିକା । ଉକ୍ତ ସେଣ୍ଟରର କ୍ୟାଟେରିଙ୍ଗ ଦାୟିତ୍ୱ ଅନ୍ୟ ଏକ ସଂସ୍ଥାକୁ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ବିଧାୟିକା । ଫଳରେ ସୋମବାର ଦିନ ନୂତନ ସଂସ୍ଥା ଦାୟିତ୍ୱ ନେବା ପରେ ସ୍ୱାଭାବିକ ହୋଇଛି ଉକ୍ତ ସେଣ୍ଟରର ଖାଇବା ବ୍ୟବସ୍ଥା । ଆଜି ପ୍ରବାସୀ ସୁରତ ଫେରନ୍ତା ବିଧାୟିକାଙ୍କ ହସ୍ତକ୍ଷେପ ପରେ ଖାଇବାରେ ସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳିତ ଭାବେ ଖାଦ୍ୟଗ୍ରହଣ କରିଛନ୍ତି । ଏହା ସହିତ ଉକ୍ତ ସେଣ୍ଟର ଗୁଡିକରେ ସମସ୍ତଙ୍କୁ ସାନିଟାଇଜେସନ୍‌ କିଟ ପ୍ରଦାନ କରାଯାଇଛି ।

QUARENTINECENTER
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.