Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକଟିଦେଉଳ କ୍ୱାରେଣ୍ଟାଇନ ସେଣ୍ଟରକୁ ସାନିଟାଇଜ୍‌ କଲେ ସରପଞ୍ଚ, ସାମ୍ବାଦିକ ଓ ସ୍ୱେଚ୍ଛାସେବୀ
ଆଞ୍ଚଳିକ

ନାକଟିଦେଉଳ କ୍ୱାରେଣ୍ଟାଇନ ସେଣ୍ଟରକୁ ସାନିଟାଇଜ୍‌ କଲେ ସରପଞ୍ଚ, ସାମ୍ବାଦିକ ଓ ସ୍ୱେଚ୍ଛାସେବୀ

May 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ସମ୍ବଲପୁର ଜିଲ୍ଲା ରେଢାଖୋଲ ଉପଖଣ୍ଡ ନାକଟିଦେଉଳ ବ୍ଲକର ଡଇଁଚା ପଂଚାୟତର ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଥିବା କ୍ୱାରେଣ୍ଟାଇନ ସେଣ୍ଟରକୁ ଆଜି ବିଷୋଧନ କରାଯାଇଛି । ଏହି ସେଣ୍ଟରରେ ୧୭ ଜଣ ପ୍ରବାସୀ ଓଡିଆ ରହୁଥିବା ବେଳେ କ୍ୱାରେଣ୍ଟାଇନ ସେଣ୍ଟରର ବାହ୍ୟ ପରିସରକୁ ଡଇଁଚା ସରପଂଚ ପ୍ରବୀଣ କୁମାର ପ୍ରଧାନ, ସାମ୍ବାଦିକ କନ୍ଦର୍ପ ବେହେରା, ରିଙ୍କୁ ସାହୁ ପ୍ରମୁଖ ସାନିଟାଇଜ୍‌ କରିଛନ୍ତି । ଅଂଚଳକୁ ସଂପୂର୍ଣ ବିଶୋଧନ କରାଗଲେ କୌଣସି ପ୍ରକାର କରୋନା ଭୂତାଣୁ ପ୍ରବେଶ କରି ପାରିବେ ନାହିଁ ବୋଲି ସରପଂଚ ପ୍ରବୀଣ କୁମାର ପ୍ରଧାନ ପ୍ରକାଶ କରିଛନ୍ତି । ଭବିଷ୍ୟତରେ ଆବଶ୍ୟକ ହେଲେ ଗ୍ରାମରେ ମଧ୍ୟ ବିଷୋଧନ କରାଯିବ ବୋଲି ସ୍ୱେଚ୍ଛାସେବୀମାନେ ପ୍ରକାଶ କରିଛନ୍ତି । ସାମ୍ବାଦିକ, ସରପଞ୍ଚ ଏବଂ ସ୍ୱେଚ୍ଛାସେବୀଙ୍କ ଏହି ବିଶୋଧନ କାମକୁ ସମସ୍ତେ ପ୍ରଶଂସା କରିଛନ୍ତି ।

naktideula QUARENTINECENTER rairakhol
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସର ଅହୋରାତ୍ର ଧାରଣା ଆରମ୍ଭ, ଜାଣନ୍ତୁ କାରଣ

September 4, 2026

ଜନ୍ମାଷ୍ଟମୀରେ ସବୁଠାରୁ ପ୍ରସିଦ୍ଧ କୃଷ୍ଣ ମନ୍ଦିର ଦର୍ଶନ କରି ଦୂର କରନ୍ତୁ ସମସ୍ତ ଦୁଃଖ ଓ ଯନ୍ତ୍ରଣା

September 4, 2026

ଆଜି ସେପ୍ଟେମ୍ବର ୪ ତାରିଖରେ ଏହି ପାଞ୍ଚଟି ରାଶିରେ ହେବ ଧନ ବର୍ଷା

September 4, 2026

ଜାତୀୟ ଗ୍ରାମୀଣ ଜୀବିକା ମିଶନ ଅଧୀନରେ ଏସଏଚଜି ଓ ବ୍ୟକ୍ତିଗତ ଉଦ୍ୟୋଗ ଋଣ ସମୀକ୍ଷା

September 3, 2026

ମାକ୍ସ ସ୍ମାର୍ଟ ସୁପର ସ୍ପେଶାଲିଟି ହସ୍ପିଟାଲର ନୂତନ ଭବନ ଉଦଘାଟନ କଲେ ଅମିତ ଶାହ

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.