Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପିପିଏଲ ପକ୍ଷରୁ ପାନୀୟ ଜଳ ପ୍ରଦାନ
ଆଞ୍ଚଳିକ

ପିପିଏଲ ପକ୍ଷରୁ ପାନୀୟ ଜଳ ପ୍ରଦାନ

May 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ: ପିପିଏଲ ପକ୍ଷରୁ କୁଜଙ୍ଗ ବ୍ଳକର ବିଭିନ୍ନ ଅଞ୍ଚଳରେ ପାନୀୟ ଜଳ ପ୍ରଦାନ କରାଯାଇଛି । ସରକାରୀ ସ୍ତରରେ ଗ୍ରାମର ଲୋକମାଙ୍କର ପାନୀୟ ଜଳର ଆବଶ୍ୟକତା ପୂରଣ କରାଯାଇ ପାରୁନଥିବା ବେଳେ ପିପିଏଲର ଏହି ଉଦ୍ୟମ ପାଇଁ ସ୍ଥାନୀୟ ଲୋକ ସନ୍ତୋଷ ପ୍ରକାଶ କରିଛନ୍ତି । କୁଜଙ୍ଗବ୍ଳକ ଅନ୍ତର୍ଗତ କୋଠୀ, ବିଶ୍ୱାଳୀ, ଭୂତମୁଣ୍ଡାଇ ଆଦି ପଞ୍ଚାୟତରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ଓ ପରିମଳ ବିଭାଗ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟରେ ପ୍ରକଳ୍ପ ବର୍ଷବର୍ଷ ଧରି ଆରମ୍ଭ କରାଯାଇ ଅଧାପନ୍ତରି ଆଭାବେ ପଡ଼ି ରହିଛି । ଏହା ଲୋକମାନଙ୍କର କାର୍ଯ୍ୟରେ ଆସି ପାରୁନାହିଁ । ଏହାକୁ ହୃଦୟଙ୍ଗମ କରି ପିପିଏଲ ପକ୍ଷରୁ ବଗଦିଆ ପଂଚାୟତର ଡ଼ାଳିମ୍ବପୁର, ରଇତସାହି, ନୂଆସାହୀ, କୋଠୀ ପଞ୍ଚାୟତର କୋଠୀ, ଲୁଣକୁଆ ଏବଂ ଭୂତମୁଣ୍ଡାଇ ପଞ୍ଚାୟତର ବରେଇ ଗ୍ରାମରେ ଟ୍ୟାଙ୍କର ଯୋଗେ ବିଶୁଦ୍ଧ ପାନୀୟ ଜଳ ପ୍ରଦାନ କରାଯାଇଛି । ପିପିଏଲର ପାନୀୟ ଜଳ ଟ୍ୟାଙ୍କର ସମ୍ପୃକ୍ତ ଗ୍ରାମ ମାନଙ୍କୁ ଆସିବା ପରେ ସାଧାରଣରେ ସଂସ୍ଥାକୁ ପ୍ରଶଂସା କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକବିଂଶ ତମ ବାର୍ଷିକ ଉତ୍ସବ

December 18, 2025

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

December 18, 2025

ଗୋଦାବରୀଶ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

December 16, 2025

ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଶୁଣାଣି

December 15, 2025
Latest News

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ୨୦୨୬ ବର୍ଷର କ୍ୟାଲେଣ୍ଡର ଓ ଡାଏରୀର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

December 19, 2025

ଖ୍ରୀଷ୍ଟମାସ ଏବଂ ନୂତନ ବର୍ଷରେ ଭିଡ଼ ପରିଚାଳନା ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଆରମ୍ଭ କରିଛି ଭାରତୀୟ ରେଳ

December 19, 2025

ଫାଇନାଲରେ ହରିୟାଣାକୁ ୬୯ ରନରେ ପରାସ୍ତ କଲା ଝାଡ଼ଖଣ୍ଡ: ପ୍ରଥମ ଥର ଜିତିଲା ସୟଦ ମୁସ୍ତାକ ଅଲି ଟ୍ରଫି

December 19, 2025

କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭେଟିଲେ ଜୋହୋର ପ୍ରତିଷ୍ଠାତା ତଥା ବୈଜ୍ଞାନିକ ଶ୍ରୀଧର ଭେମ୍ବୁ

December 19, 2025

ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ସଂସଦୀୟ ପରାମର୍ଶଦାତା କମିଟି ବୈଠକରେ ଅଧ୍ୟକ୍ଷତା କଲେ କେନ୍ଦ୍ରମନ୍ତ୍ରୀ

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.