Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଲକ୍‌ଡାଉନ୍‌ରେ ମାତିଛନ୍ତି ଚୋରା ମଦ ବେପାରୀ : ଟାଙ୍ଗୀ ଅବକାରୀ ବିଭାଗ ପକ୍ଷରୁ 3 ଗିରଫ
ଆଞ୍ଚଳିକ

ଲକ୍‌ଡାଉନ୍‌ରେ ମାତିଛନ୍ତି ଚୋରା ମଦ ବେପାରୀ : ଟାଙ୍ଗୀ ଅବକାରୀ ବିଭାଗ ପକ୍ଷରୁ 3 ଗିରଫ

May 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ଖୋର୍ଦ୍ଧା (ଟାଙ୍ଗୀ) : କରୋନା ଭାଇରସ୍‌ କାରଣରୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଥିବା ବେଳେ ଏହି ସମୟରେ ସକ୍ରୀୟ ହୋଇଛନ୍ତି ଚୋରା ମଦ ବେପାରୀ । ପୋଲିସ୍‌ ଏବଂ ଅବକାରୀ ବିଭାଗର ନିୟମିତ ପେଟ୍ରୋଲିଂ ମଧ୍ୟ ଚୋରା ବେପାରୀଙ୍କୁ ରୋକିବାରେ ସକ୍ଷମ ହେଉନାହିଁ । ତେବେ ବୁଧବାର ଦିନ ଟାଙ୍ଗୀ ଅବକାରୀ ବିଭାଗକୁ ମିଳିଛି ସଫଳତା । ଟାଙ୍ଗୀ ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଇ 3 ଜଣ ଚୋରାମଦ ବେପାରୀଙ୍କୁ ଗିରଫ କରାଯାଇଛି । ତିନଜଣଙ୍କୁ ଗିରଫ କରାଯିବା ସହିତ ସେମାନଙ୍କ ନିକଟରୁ 17 ଲିଟର ମହୁଲୀ, 23 ଲିଟର ବିଅର ଏବଂ ଗୋଟିଏ ମୋଟର ସାଇକେଲ ଜବତ କରାଯାଇଛି । ଗିରଫ ତିନ ଜଣ ହେଉଛନ୍ତି ଟାଙ୍ଗୀର ମାନସ ପରିଡା, ଅକ୍ଷୟ ସାହୁ ଓ ବାବୁଲି ବେହେରା ବୋଲି ଜଣାପଡିଛି ।

tangi ଚୋରା ମଦ ବେପାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ ପକ୍ଷ ଉପଲକ୍ଷେ ଗୋଦାବାରୀଶ ମହାବିଦ୍ୟାଳୟରେ ରକ୍ତଦାନ ଶିବିର

April 11, 2026

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ରକ୍ତଦାନ ଅଭିଯାନ

April 9, 2026

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026
Latest News

ନୂତନ EV ନୀତିର ଡ୍ରାଫ୍ଟ ପ୍ରକାଶ କଲେ ଦିଲ୍ଲୀ ସରକାର: 100% ସଡ଼କ ଟିକସ ଏବଂ ପଞ୍ଜୀକରଣ ଫି ରିହାତି

April 11, 2026

ବରିଷ୍ଠ ସାମ୍ବାଦିକ ନୃସିଂହ ମିଶ୍ରଙ୍କ ଦେହାନ୍ତ: ଗଭୀର ଶୋକ ପ୍ରକାଶ କଲେ ଆଇନ ମନ୍ତ୍ରୀ

April 11, 2026

କିଏ ଜିତିବ ୨୦୨୬ ଆଇପିଏଲ ଟାଇଟଲ?: ଭବିଷ୍ୟବାଣୀ କଲେ ଏହି ବରିଷ୍ଠ ଖେଳାଳି

April 11, 2026

ଦୁଇଚକିଆ ପେଟ୍ରୋଲ୍ ଯାନ ଉପରେ ଲାଗିବ ରୋକ୍‌

April 11, 2026

ଗଠନ ହେବ ପାନୀୟ ଜଳ ନିଗମ

April 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.