Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତ  ଓ କୋଭିଡ୍‌-19ର ପରିସ୍ଥିତି ସମୀକ୍ଷା
ଆଞ୍ଚଳିକ

ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତ  ଓ କୋଭିଡ୍‌-19ର ପରିସ୍ଥିତି ସମୀକ୍ଷା

May 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ଓଡ଼ିଶା ସରକାରଙ୍କ ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ତଥା କୋଭିଡ୍‌ -19ର ଜିଲ୍ଲା ନୋଡାଲ୍‌ ଅଧିକାରୀ ହେମନ୍ତ ଶର୍ମା ଓ ଅତିରିକ୍ତ ଶାସନ ସଚିବ ଗୃହ ଓ ନଗର ଉନ୍ନୟନ ତଥା ମିଶନ ଡାଇରେରକ୍ ଓୟୁଏଚ୍‌ଏମ୍‌ ଶ୍ସ ସୁରେଶ ଚନ୍ଦ୍ର ଦଳାଇ ଜଗତସିଂହପୁର ଜିଲ୍ଲାଗସ୍ତରେ ଆସି ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲ୍ଲାରେ  କୋଭିଡ୍‌ -19 ଜନିତ ପରିସ୍ଥିତିର ସୀମକ୍ଷା କରିଥିଲେ । ପାରାଦ୍ବୀପରେ କୋଭିଡ୍‌ ହସ୍ପିଟାଲର 55ଟି ବେଡ୍‌ ରହିଛି ।  ଏଠାରେ ଆଉ କିଛି ବେଡ୍‌ ବଢାଇବା ସହିତ ଭେଣ୍ଟିଲେଟର ଓ ହାଇକାପାର୍ସିଟି ଇକ୍ବିପେଣ୍ଟ ବ୍ୟବସ୍ଥା କରିବାକୁ ନିଷ୍ପତ୍ତି ହୋଇଛି । ପ୍ରମୁଖ ଶାସନ ସଚିବ ଜଗତସିଂହପୁର ବିରିଡି ବ୍ଲକ ଓ ଜଗତସିଂହପୁର ବ୍ଲକ ସ ମ୍ୟୁନିସପାଲିଟିର କିଛି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ବୁଲି ସରପଞ୍ଚ ଓ ସ୍ଥାନୀୟ ପ୍ରତିନିଧିଙ୍କ ସହ ଆଲୋଚନା କରିଥିଲେ।  ଏହି ଅବସରରେ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହପାତ୍ର ଜିଲ୍ଲାରେ କରୋନ ଜନିତ ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ଗ୍ରହଣ କରାଯାଇଥିବା ପଦକ୍ଷେପ ସମ୍ପର୍କରେ ପ୍ରମୁଖ ଶାସନ ସଚିବ ଓ ଅତିରକ୍ତ ସଚିବଙ୍କୁ ଅବଗତ କରାଇଥିଲେ ।

ଏହି ସମୀକ୍ଷା ବୈଠକରେ ଆରକ୍ଷୀ ଅଧୀକ୍ଷକପ୍ରକାଶ ଆର୍‌ , ପ୍ରକଳ୍ପ ନିର୍ଦ୍ଦେଶକ ସରୋଜକାନ୍ତ ମହାନ୍ତି, ସମସ୍ତ ବ୍ଲକର ବିଡିଓ, ନିର୍ବାହୀ ଅଧିକାରୀ ପୌରପରିଷଦ ଜଗତସିଂହପୁର ଓ ପାରାଦ୍ବୀପ, ଜିଲ୍ଲାପାଳଙ୍କ ନୋଡାଲ୍‌ ଅଧିକାରୀଗଣ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ କଲେଜ ଦ୍ବାରା ଆୟୋଜିତ ପୂଜା ସ୍ୱତନ୍ତ୍ର ଶିବିର ଉଦଯାପିତ

October 5, 2025

ଟାଙ୍ଗୀ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 5, 2025

ସମ୍ବଲପୁର ରେଢାଖୋଲରେ ୯ତମ ରାବଣ ପୋଡି ମହୋତ୍ସବ ଅନୁଷ୍ଠିତ

October 3, 2025

ସୋଆ ବିଶ୍ୱବିଦ୍ୟାଳୟରେ ଉତ୍ତିଷ୍ଠତ ଜାଗ୍ରତ ମହା ଶିବିରରେ ବାଣପୁର ଓ ବାଲୁଗାଁ ଛାତ୍ରଛାତ୍ରୀ

September 28, 2025
Latest News

ODIରେ ଅଷ୍ଟ୍ରେଲିଆର ହରଜସ୍ ଙ୍କ ବିସ୍ଫୋରକ ଇନିଂସ: ୩୫ ଛକା ସହିତ ଖେଳିଲେ ତ୍ରିଶତକୀୟ ପାଳି

October 5, 2025

ଦୀପାବଳି ପାଇଁ ଜିଓ ଆଣିଲା ଜବରଦସ୍ତ ଅଫର, ୪ଜି ମୋବାଇଲ ଫୋନ ଦାମ୍ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

October 5, 2025

ବାଲୁଗାଁ କଲେଜ ଦ୍ବାରା ଆୟୋଜିତ ପୂଜା ସ୍ୱତନ୍ତ୍ର ଶିବିର ଉଦଯାପିତ

October 5, 2025

ଟାଙ୍ଗୀ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 5, 2025

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା, ମୃତଦେହ ଭାରତ ଆଣିବାକୁ ଦାବୀ

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.