Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁରରେ ମୋଟ୍‌ 1270ଟି ନମୁନା ପରୀକ୍ଷାରୁ 5ଟି ପଜିଟିଭ୍‌
ଆଞ୍ଚଳିକ

ଜଗତସିଂହପୁରରେ ମୋଟ୍‌ 1270ଟି ନମୁନା ପରୀକ୍ଷାରୁ 5ଟି ପଜିଟିଭ୍‌

May 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର : ଗ୍ରୀନ୍‌ ଜୋନ୍‌ରେ ରହିଥିବା ଜଗତସିଂହପୁର ଜିଲ୍ଲାରୁ 5ଟି ପଜିଟିଭ୍‌ ଚିହ୍ନଟ ହେବା ପରେ ଏହା ଏବେ ଅରେଞ୍ଜ ଜୋନ୍‌କୁ ପରିବର୍ତ୍ତିତ ହୋଇଛି । ବାହାର ରାଜ୍ୟ ଫେରନ୍ତାଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି । 3 ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟର ଚାରିଟି ଜିଲ୍ଲା ଏବଂଅନ୍ୟ ରାଜ୍ୟରୁ ଜଗତସିଂହପୁରକୁ  ସମୁଦାୟ 302 ଜଣ ଆସିଛନ୍ତି । ଏମାନଙ୍କ ମଧ୍ୟରୁ ପାଞ୍ଚ ଜଣଙ୍କଠାରେ ପଜିଟିଭ୍‌ ବାହାରଯିବା ପରେ କିମସ୍‌ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଏମାନେ ସମସ୍ତେ ପୂର୍ବରୁ କ୍ବାରେଣ୍ଟାଇନରେ ରହିଥିଲେ ।

ବାହାର ଜିଲ୍ଲା ଓ ରାଜ୍ୟରୁ ଆସିଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ ଜଗତସିଂହପୁର ବ୍ଲକରୁ 47ଜଣ, ରଘୁନାଥପୁର ବ୍ଲକରୁ 25 ଜଣ, ବିରିଡି ବ୍ଲକରୁ 10 ଜଣ, କୁଜଙ୍ଗରୁ 20 ଜଣ ବାଲିକୁଦା ବ୍ଲକରୁ 37 ଜଣ, ଏରସମାରୁ 36 ଜଣ, ନାଉଗାଁରୁ 47 ଜଣ, ତିର୍ତ୍ତୋଲ୍‌ 56 ଜଣ ଓ ଜଗତସିଂହପୁର ମ୍ୟୁନିସପାଲିଟିରୁ 12ଜଣ ଓ ପାରାଦୀପ ମ୍ୟୁନିସପାଲଟିରୁ 10 ଜଣ ରହିଛନ୍ତି । ତିନି ଦିନ ମଧ୍ୟରେ ସୁମଦାୟ 1270ଟି ନମୁନା ପରୀକ୍ଷା ହୋଇଛି । ସେଥି ମଧ୍ୟରୁ 5ଟି ନମୁନା ପଜିଟିଭ୍‌ ରହିଥିବାବେଳେ ବାକି ସମସ୍ତ ନମୁନା ନେଗେଟିଭ୍‌ ରହିଛି ।

jagatsinghpur orange
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ମୋଦୀଙ୍କ ପ୍ରଶଂସା, ମମତାଙ୍କ ପ୍ରତି ନିଷ୍ଠା: ଶତ୍ରୁଘ୍ନ ସିହ୍ନାଙ୍କ ରାଜନୈତିକ ସନ୍ଦେଶ କ’ଣ?

June 11, 2026

ଅବହେଳିତ ମୂଳ ମାଧବ ପୀଠ ପ୍ରତି ବାଚସ୍ପତିଙ୍କ ଦୃଷ୍ଟି: ଅଞ୍ଚଳବାସୀଙ୍କ ମନରେ ନୂଆ ଆଶା

June 11, 2026

‘ଜଳ ସଞ୍ଚୟ, ଜନ ଭାଗିଦାରୀ’ ଦ୍ୱାରା ରାଜ୍ୟରେ ରିଚାର୍ଜ ହେଉଛି ଭୂତଳ ଜଳ

June 11, 2026

ଶ୍ରୀନଗରର ଲାଲ ଚୌକରେ ପାକିସ୍ତାନ ବିରୋଧରେ ପ୍ରତିବାଦ: ପିଓକେ ପୁନଃ ଦଖଲ ପାଇଁ ଦାବି

June 11, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.