Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜଗତସିଂହପୁର ଆରଏସ୍‌ଏସ୍‌, ଏବିଭିପି ଓ ସମ୍ପର୍କ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା
ଆଞ୍ଚଳିକ

ଜଗତସିଂହପୁର ଆରଏସ୍‌ଏସ୍‌, ଏବିଭିପି ଓ ସମ୍ପର୍କ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

May 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
କୁଜଙ୍ଗ: ଦେଶ ବ୍ୟାପୀ କରୋନା ଲଢେଇରେ ସାମିଲ ହୋଇଥିବା କରୋନା ଯୋଦ୍ଧାଙ୍କୁ ଜଗତସିଂହପୁର ଆରଏସ୍‌ଏସ୍‌, ଏବିଭିପି ଓ ସମ୍ପର୍କ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି। ଡାକ୍ତର,ପୋଲିସ୍‌ ଅଧିକାରୀ, ସାମ୍ବାଦିକ, ସମାଜସେବୀ ଏବଂ ପ୍ରଶାସନିକ ଅଧିକାରୀଙ୍କୁ ଏହି କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରାଯାଇଛି। କୁଜଙ୍ଗ ଥାନାଧିକାରୀ ଦିଲ୍ଲୀପ କୁମାର ସାହୁ, ଡ. ସ୍ମୃତିରଞ୍ଜନ ମହାପାତ୍ର, କୁଜଙ୍ଗ ଭାରପ୍ରାପ୍ତ ବିଡିଓ ପୂଜା ଲେଙ୍କା, ବରିଷ୍ଠ ସାମ୍ବାଦିକ ଦୁଷ୍ମନ୍ତ ମାଝୀଙ୍କୁ ସମ୍ମାନିତ କରାଯାଇଥିଲା। ଏହା ସହିତ ସମ୍ପର୍କ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ସଭାପତି ସ୍ନେହାଶିଷ ଦାଶ ଏବଂ ଜିତେନ୍ଦ୍ର ଦାସ କାର୍ଯ୍ୟକ୍ରମ ଆୟୋଜନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହା ବ୍ୟତିତ ରାଷ୍ଟ୍ରୀୟ କଳା ମଞ୍ଚ ଅଖିଳ ଭାରତୀୟ ପ୍ରମୁଖ ତନ୍ମୟ କୁମାର ଦାଶ, ପଙ୍କପାଳ ସରପଞ୍ଚ ମିନାକ୍ଷୀ ଦାସ, ସମିତି ସଭ୍ୟ ପଦ୍ମନାଭ ସାହୁ, ଅଗପାଳ ସରପଞ୍ଚ ମେନକା ବେହେରା, ସମିତି ସଭ୍ୟ ଲକ୍ଷ୍ମୀପ୍ରିୟା ବେହେରା, ସାମ୍ବାଦିକ ବିଭୂତି ଭୂଷଣ ଦାସ ଏବଂ ରଞ୍ଜିତ ପଣ୍ଡାଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା। ପଙ୍କପାଳ ଓ ଅଗପାଳ ପଞ୍ଚାୟତର ସମସ୍ତ ଆଶା ଓ ଅଙ୍ଗନବାଡି କର୍ମୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଅନ୍ୟମାନଙ୍କ ମଧ୍ୟରେ ପ୍ରମୋଦ କୁମାର ସ୍ୱାଇଁ ,ସଞ୍ଜୟ ମଲ, ଆଶୁତୋଷ ଶଧଙ୍ଗି, ହିମାଂଶୁ ଶେଖର ରାଈଗୁରୁ, ସୌମ୍ୟ ରଂଜନ ଦାଶ, ସୁନିଲ୍ ସ୍ୱାଇଁ, କୃଷ୍ଣ ପ୍ରସନ୍ନ ଦାସ, ଶିବ ଚରଣ ପାତ୍ର, କିଶୋର ପରିଡ଼ା, ଗୋକୁଳାନନ୍ଦ ରାଉତ, ସନ୍ତୋଷ ଶତପଥୀ ଏବଂ ସରସ୍ୱତୀ ଶିଶୁ ମନ୍ଦିର ଗୁରୁଜୀ ଓ ଗୁରୁମା ଏହି କାର୍ଯ୍ୟକ୍ରମର ସଫଳ ଆୟୋଜନ କରିଥିଲେ।

jagatsinghpur
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026
Latest News

ଯାଜପୁରରେ ୨୫ ଯାଏଁ ସମସ୍ତ ସ୍କୁଲ ଛୁଟି

April 21, 2026

ମୋଟରସାଇକେଲ ଉପରେ ଲାଗିଲା କଡା କଟକଣା: ଜାଣନ୍ତୁ କାରଣ କ’ଣ

April 21, 2026

ବାଣ କାରଖାନାରେ ବିସ୍ଫୋରଣ: ୧୬ ଜଣଙ୍କର ମୃତ୍ୟୁ

April 21, 2026

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.