Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମା କାଳିଜାଇ ଟେଣ୍ଟ ଆଣ୍ଡ ସାଉଣ୍ଡ ଲାଇଟ ମଙ୍ଗଳ ମାଲିକ ସଂଗଠନ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା
ଆଞ୍ଚଳିକ

ମା କାଳିଜାଇ ଟେଣ୍ଟ ଆଣ୍ଡ ସାଉଣ୍ଡ ଲାଇଟ ମଙ୍ଗଳ ମାଲିକ ସଂଗଠନ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

May 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର: ମା କାଳିଜାଇ ଟେଣ୍ଟ ଆଣ୍ଡ ସାଉଣ୍ଡ ଲାଇଟ ମଙ୍ଗଳ ମାଲିକ ସଂଗଠନ ପକ୍ଷରୁ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ବାଣପୁର ବାଲୁଗାଁର ସମସ୍ତ କରୋନା ଯୋଦ୍ଧାଙ୍କୁ ସମ୍ମାନିତ କରାଯାଇଛି। ବାଣପୁର ଥାନାଧିକାରୀ ସଞ୍ଜୟ ପଟ୍ଟନାୟକ, ଏସ୍‌ଆଇ ଦିଗ୍‌ବିଜୟ ବିଶ୍ବାଳ, ଏସ୍‌ଆଇ ପ୍ରସନ୍ନ ଜେନା, ସିଏସ୍‌ଆଇ ଜ୍ୟୋତ୍ସ୍ନାରାଣୀ ଖୁଣ୍ଟିଆଙ୍କୁ ସମ୍ମାନିତ କରାଯାଇଥିଲା। ଏହା ବ୍ୟତିତ ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀ ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ତୋଷ ନିଆଲଙ୍କୁ ମଧ୍ୟ ସମ୍ମାନିକ କରାଯାଇଥିଲା। ଚିଲିକା ରିପୋର୍ଟସ ଆସୋସିଏସନ୍‌ର ସଭାପତି ସୁନୀଲ ସୁବୁଦ୍ଧିଙ୍କ ସମେତ ସଭ୍ୟ ସେକ ମଇନୁଲ୍‌ ହକ୍‌ ଏବଂ ସୀତାରାମ ଅଗ୍ରଓ୍ବାଲଙ୍କୁ ମା କାଳିଜାଇ ଟେଣ୍ଟ ଆଣ୍ଡ ସାଉଣ୍ଡ ଲାଇଟ ମଙ୍ଗଳ ମାଲିକ ସଂଗଠନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।

ସଙ୍ଗଠନର ସଭାପତି ଦିଲୀପ କୁମାର ମହାନ୍ତି, ସମ୍ପାଦକ ଲକ୍ଷ୍ମୀଧର ପ୍ରଧାନ ଏବଂ ଉପ ସଭାପତି କବିରାଜ ସାହୁଙ୍କ ନେତୃତ୍ବରେ ବିଜୟ ସାହୁ, ଭରତ ପୃଷ୍ଟି, ପ୍ରଭାତ ନନ୍ଦ ଏବଂ ନୀଳମାଧବ ପାତ୍ର ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ସମସ୍ତ କରୋନା ଯୋଦ୍ଧାଙ୍କୁ ଉପଢୌକନ, ମାନପତ୍ର, ଚାଉଳ, ଚନ୍ଦନ ଓ ପୁଷ୍ପଗୁଛ ଦେଇ ସମ୍ମାନିତ କରାଯାଇଥିଲା।

BANAPUR covid19
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ସ୍ଵର୍ଗତ ପଣ୍ଡିତ ନୃସିଂହ ପ୍ରସାଦ ମିଶ୍ରଙ୍କ ଦ୍ଵାଦଶାହ ସ୍ମୃତିସଭା

April 22, 2026

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026
Latest News

ସେବାୟତ ବିବାଦ : ମହାପ୍ରଭୁ ଖେଳି ପାରିଲେନି ଚାପ

April 29, 2026

ନିର୍ବାଚନ ପ୍ରକ୍ରିୟା ଉପରେ ପ୍ରଶ୍ନ ଉଠାଇଲେ ମମତା

April 29, 2026

ଆଜି ପଶ୍ଚିମବଙ୍ଗ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ

April 29, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ :’ଦିଦି’ ବ୍ରାଣ୍ଡ ପାଇଁ ଏକ ପରୀକ୍ଷା

April 29, 2026

ଖରାଦିନେ ଗର୍ଭବତୀ ମହିଳା କିପରି ଯତ୍ନ ନେବେ

April 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.