Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସରକାରୀ ଯୋଜନାରୁ ବଞ୍ଚିତ ଗରିବ କର୍କଟ ପୀଡ଼ିତା ବାସନ୍ତୀ : ଓଳିଏ ଖାଇ ଓଳିଏ ଉପାସ
ଆଞ୍ଚଳିକ

ସରକାରୀ ଯୋଜନାରୁ ବଞ୍ଚିତ ଗରିବ କର୍କଟ ପୀଡ଼ିତା ବାସନ୍ତୀ : ଓଳିଏ ଖାଇ ଓଳିଏ ଉପାସ

May 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଞ୍ଜିତ ପଣ୍ଡା
କୁଜଙ୍ଗ : ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ସାଧାରଣ ଲୋକଙ୍କ ସହାୟତା ପାଇଁ ଶତାଧିକ ଯୋଜନା ପ୍ରଣୀତ । ତେବେ ଏହି ଯୋଜନାର ରୂପରେଖ ସାଧାରଣ ଜନତାଙ୍କ ନିକଟରେ ପହଞ୍ଚୁ ନାହିଁ । ଏପରି ଏକ ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲାର ଏରସମା ବ୍ଲକ୍‌ ଅନ୍ତର୍ଗତ ଢିଙ୍କିଆ ଗ୍ରାମରେ । ଢିଙ୍କିଆ ଗ୍ରାମର ବାସନ୍ତୀ ମହାପାତ୍ର ସ୍ତନ କର୍କଟ ରୋଗରେ ପୀଡିତ । କର୍କଟ ପରି ଦୁରାରୋଗ୍ୟ ରୋଗର ଚିକିତ୍ସା ନିମନ୍ତେ ଆବଶ୍ୟକୀୟ ଅର୍ଥ ନଥିବା ବେଳେ ବାସନ୍ତୀ ସମସ୍ତ ପ୍ରକାର ସରକାରୀ ଯୋଜନାରୁ ମଧ୍ୟ ବଞ୍ଚିତ । ଏପରିକି ଦୁଇ ଓଳି ଦୁଇ ମୁଠା ଖାଇବାକୁ ମଧ୍ୟ ପାଉନାହାନ୍ତି । ଏନେଇ ବିଭିନ୍ନ ସରକାରୀ ଦପ୍ତରକୁ ଦୌଡି ଦୌଡି ନୟାନ୍ତ ହୋଇଥିଲେ ମଧ୍ୟ ବାସନ୍ତୀଙ୍କ ଅନୁରୋଧ ସରକାରୀ ଫାଇଲ ତଳେ ଦାବି ହୋଇ ରହିଛି ।

ସେହିପରି ଭାବରେ କର୍କଟ ରୋଗର ଚିକିତ୍ସା ନିମନ୍ତେ ବାସନ୍ତୀ ଏରସମା ବିଡିଓଙ୍କ ନିକଟରେ ନିଜର ଅର୍ଜି ଦାଖଲ କରିଛନ୍ତି । ମାତ୍ର ଏହା ମଧ୍ୟ ଫଳଶୂନ୍ୟ ସାବ୍ୟସ୍ତ ହୋଇଛି । ପ୍ରଶାସନ ପକ୍ଷରୁ ଚିକିତ୍ସା ବ୍ୟବସ୍ଥା ସହିତ କିଛି ସରକାରୀ ଯୋଜନାରେ ସାମିଲ କରାଗଲେ ସେ ସରକାରଙ୍କ ନିକଟରେ ଚିର ଋଣୀ ରହିବେ ବୋଲି ବାସନ୍ତୀ ମତ ଦେଇଛନ୍ତି ।

cancer jagatsinghpur
Share. Facebook Twitter LinkedIn Email WhatsApp Copy Link

Related Posts

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026
Latest News

ରାଶିଫଳ: ଅଗଷ୍ଠ ଦୁଇ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କ ଭାଗ୍ୟଫଳ

August 2, 2026

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.