Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମହାକାଳପଡ଼ା ବ୍ଲକ ସମୁଖରେ ଗଣଧାରଣାରେ ସୂଚନା ଅଧିକାର କର୍ମୀ
ଆଞ୍ଚଳିକ

ମହାକାଳପଡ଼ା ବ୍ଲକ ସମୁଖରେ ଗଣଧାରଣାରେ ସୂଚନା ଅଧିକାର କର୍ମୀ

May 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗୁରୁପଦ ବେରା
କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ମହାକାଳପଡ଼ା ବ୍ଲକ ପରିସରରେ ସୂଚନା ଅଧିକାର କର୍ମୀ ଗଣଧାରଣାରେ ବସିଛନ୍ତି । କରୋନା ମହାମାରୀ ସମୟରେ ରାସନ ସାମଗ୍ରୀ ହେରଫେର ଅଭିଯୋଗରେ ଏହି ଗଣଧାରଣା କରାଯାଇଛି । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ହିତାଧିକାରୀଙ୍କ ମୁଣ୍ଡ ପିଛା ୫ କିଲୋ ଚାଉଳ ଓ କାର୍ଡ ପିଛା ୩ କିଲୋ ଡାଲି ଦେବାର ନିର୍ଦ୍ଦେଶ ଦିଆଯାଇଥିଲା । ମାତ୍ର ଅନେକ ଡିଲର ଏହି ନିର୍ଦ୍ଦେଶକୁ ଖୋଲା ଉଲ୍ଲଂଘନ କରୁଛନ୍ତି ।

କିଛି ଡିଲର କେବଳ ଚାଉଳ ଦେଇ ଖସିଯିବାକୁ ବସିଥିବା ବେଳେ ଅନେକ ସ୍ଥାନରେ ଚାଉଳ ଗଣ୍ଡିଏ ମଧ୍ୟ ଲୋକଙ୍କ ନିକଟରେ ପହଞ୍ଚି ନାହିଁ । ଏଭଳି ଅନିୟମିତତାର ପ୍ରତିବାଦରେ ତଥା ସାଧାରଣ ଲୋକଙ୍କମ ହକ୍‌ ସେମାନଙ୍କ ନିକଟରେ ପହଞ୍ଚାଇବା ଦାବିରେ ସୂଚନା ଅଧିକାର କର୍ମୀ ପ୍ରକାଶ ଚନ୍ଦ୍ର ଦାସଙ୍କ ନେତୃତ୍ୱରେ ଗଣଧାରଣାରେ ବସିଛନ୍ତି ଏକାଧିକ ସୂଚନାଧିକାର କର୍ମୀ ।

mahakalapada rti
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026

୭୮ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ଡିଜିପି

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.