Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗମ୍ଭାରୀମୁଣ୍ଡା ପଞ୍ଚାୟତର ମହିଳା ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡ ଏବଂ ପିଏମ୍‌ କେୟାର ଫଣ୍ଡକୁ ସହାୟତା
ଆଞ୍ଚଳିକ

ଗମ୍ଭାରୀମୁଣ୍ଡା ପଞ୍ଚାୟତର ମହିଳା ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡ ଏବଂ ପିଏମ୍‌ କେୟାର ଫଣ୍ଡକୁ ସହାୟତା

May 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ସ୍ଥିତ ଓଡିଶା ଜୀବିକା ମିଶନର ପଞ୍ଚାୟତ ସ୍ତରୀୟ ମହିଳା ସଙ୍ଗଠନ ପକ୍ଷରୁ କରୋନା ମୁକାବିଲା ପାଇଁ ସହାୟତା କରାଯାଇଛି। ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡ ଏବଂ ପିଏମ୍‌ କେୟାର ଫଣ୍ଡକୁ ଏହି ସହାୟତା ରାଶି ପ୍ରଦାନ କରାଯାଇଛି। ସଂଘର ସଭାପତି କନକ ବରାଳ, ସମ୍ପାଦିକା ଜାନକୀ ରାଉତ, ଏନ୍‌ବିକେ ମନପ୍ରିୟା ପଲେଇ ଏବଂ ସମସ୍ତ ପଞ୍ଚାୟତ ସିଆରପିଙ୍କ ପକ୍ଷରୁ ଏହି ଅର୍ଥରାଶି ପ୍ରଦାନ କରାଯାଇଥିଲା। ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ 20 ହଜାର ଟଙ୍କା ଏବଂ ପିଏମ୍‌ କେୟାର ଫଣ୍ଡକୁ 15 ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। କରୋନା ସହାୟତା ନିମନ୍ତେ ଏହି ଅର୍ଥ ରାଶି ଓଡିଶା ଗ୍ରାମ୍ୟ ବ୍ୟାଙ୍କର ମ୍ୟାନେଜରଙ୍କୁ ଡିଡି ଜରିଆରେ ପ୍ରଦାନ କରାଯାଇଛି।

cmrelieffund pmcarefund
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ୟୁପି ନିର୍ବାଚନରେ ସମସ୍ୟା ବଢ଼ାଇବେ କି ପୂର୍ବତନ ବିଜେପି ନେତା?: ​​୫୦ଟି ଆସନରେ ଦେବେ ପ୍ରାର୍ଥୀ

September 16, 2026

ମଣିପୁରରେ ପୁଣି ଉତ୍ତେଜନା: ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ୨ ମହିଳା ମୃତ

September 16, 2026

ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକା ଛାତ୍ରୀଙ୍କ ସଲିଳ ସମାଧି

September 16, 2026

ସାମସନ ଆଉଟ୍, ବୈଭବଙ୍କୁ ସୁଯୋଗ?: ତୃତୀୟ ଟି-୨୦ରେ ବଦଳିବ ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନ!

September 16, 2026

ଭାରତକୁ UNSCରେ ସ୍ଥାୟୀ ସ୍ଥାନ କାହିଁକି ମିଳିବା ଉଚିତ?: ଜାଣନ୍ତୁ ୫ ଟି ବଡ଼ କାରଣ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.