Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରର ବିଭିନ୍ନ ଅଞ୍ଚଳରେ ପୋଲିସ୍‌ ଓ ଅବକାରୀ ବିଭାଗର ମିଳିତ ଚଢାଉ : ବିପୁଳ ପରିମାଣର ଦେଶୀ ମଦ ପୋଚ ଜବତ
ଆଞ୍ଚଳିକ

ବାଣପୁରର ବିଭିନ୍ନ ଅଞ୍ଚଳରେ ପୋଲିସ୍‌ ଓ ଅବକାରୀ ବିଭାଗର ମିଳିତ ଚଢାଉ : ବିପୁଳ ପରିମାଣର ଦେଶୀ ମଦ ପୋଚ ଜବତ

May 13, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର : ଆଜି ବିରିଜାଈ ନିକଟସ୍ଥ କଟୁଆଳ ଗ୍ରାମ ବରବରା ପଞ୍ଚାୟତ ଓ ନିଳାଦ୍ରି ପଞ୍ଚାୟତରେ ସକାଳ 8 ଘଟିକା ସମୟରେ ପୋଲିସ୍‌ ଓ ଅବକାରୀ ବିଭାଗ ଚଢାଉ କରି ବିପୁଳ ପରିମାଣର ମଦ ପୋଚ ଜବତ କରି ନଷ୍ଟ କରିଛି। ବାଲୁଗାଁ ଏସ୍‌ଡିପିଓ ସୁରେଶ କୁମାର ଦାସଙ୍କ ନେତୃତ୍ବରେ ବାଲୁଗାଁ ଆଇଆଇସି ରମାକାନ୍ତ ମାହାଲିକ, ବାଣପୁର ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକ, ଅବକାରୀ ବିଭାଗର ଇନ୍ସପେକ୍ଟର ନିନା ବେଉରା, ଅବକାରୀ ସବ୍‌ଇନ୍ସପେକ୍ଟର ମନୋଜ ବାରିକ, ବାଣପୁର ପୋଲିସ୍‌ ଏସ୍‌ଆଇ ଦିଗ୍‌ବିଜୟ ବିଶ୍ବାଳ, ଏସ୍‌ଆଇ ପ୍ରସନ୍ନ ଜେନା, ସିଏସଆଇ ଜ୍ୟୋତ୍ସ୍ନାରାଣୀ ଖୁଣ୍ଟିଆ, ଏଏସ୍‌ଆଇ ବସନ୍ତ ପଟ୍ଟନାୟକ, ଏଏସ୍‌ଆଇ ଶ୍ରୀନିବାସ ପ୍ରଧାନ, ଏଏସ୍‌ଆଇ ମହେନ୍ଦ୍ର ସେଠୀ  ଓ ତାଙ୍କର 70 ଜଣିଆ ଟିମ୍‌ ଏହି ଚଢାଉରେ ସାମିଲ୍‌ ରହିଛନ୍ତି। ନିଳାଦ୍ରୀ ପ୍ରସାଦ ଓ ବରବରା ପଞ୍ଚାୟତର ବିଭିନ୍ନ ଜାଗାରେ ଚଢାଉ ଜାରି ରହିଥିବାବେଳେ ଏପର୍ଯ୍ୟନ୍ତ 6000 ଲିଟର ଦେଶୀ ମଦ ପୋଚ ଜବତ କରି ନଷ୍ଟ କରିଦିଆଯାଇଛି।

ସୂଚନାଯୋଗ୍ୟ, ନିଳାଦ୍ରି ପ୍ରସାଦ ଓ ବରବରା ପଞ୍ଚାୟତର ସେହି ସବୁ ଜାଗାରୁ ବାରମ୍ବାର ଦେଶୀ ମଦ ଚାଲାଣ ହେଉଥିବାବେଳେ ଅଭିଯୁକ୍ତମାନେ ଫେରାର ହୋଇଯାଉଛନ୍ତି। ତେଣୁ ସେମାନଙ୍କୁ ଗିରଫ କରିବା ପାଇଁ ସାଧାରଣରେ ଦାବି ହେଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ମୁମ୍ବାଇରେ ଏନୟୁସିଏଫଡିସିର ନୂତନ ପରିସର ଲୋକାର୍ପିତ

August 9, 2026

ଅଗଷ୍ଟ ୯ ରାଶିଫଳ: ଏହି ରାଶିର ଲୋକମାନେ ଚାପ ନିଅନ୍ତୁ ନାହିଁ, ଆପଣଙ୍କୁ କ୍ଷତି ସହିବାକୁ ପଡିପାରେ

August 9, 2026

ନୋଏଡ଼ା ସ୍ଥିତ ହାୟର କମ୍ପାନୀ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

August 8, 2026

ଓଡ଼ିଶା ସାହିତ୍ୟ ମହୋତ୍ସବ ଓ ରାଷ୍ଟ୍ରୀୟ ଯୁବ ସାହିତ୍ୟିକ ସମ୍ମିଳନୀ ଆୟୋଜିତ

August 8, 2026

ହକି ଇଣ୍ଡିଆ ଜୁନିୟର ପୁରୁଷ ଜାତୀୟ ଚାମ୍ପିୟନସିପ୍ ୨୦୨୬: ଚାମ୍ପିଅନ ହେଲା ଓଡ଼ିଶା

August 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.