Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବେଗୁନିଆପଡ଼ାରେ ବାଇକ୍‌ ଦୁର୍ଘଟଣା : 3 ଆହତ
ଆଞ୍ଚଳିକ

ବେଗୁନିଆପଡ଼ାରେ ବାଇକ୍‌ ଦୁର୍ଘଟଣା : 3 ଆହତ

May 14, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ
ବେଗୁନିଆପଡ଼ା : ଆଜି ବେଗୁନିଆପଡ଼ା ଫାଣ୍ଡି ଅନ୍ତର୍ଗତ ସାଙ୍କୁଡା ନିକଟସ୍ଥ ଜଗତେଶ୍ଵର ମନ୍ଦିର ରାସ୍ତାରେ ଅପରାହ୍ନରେ ଏକ ବାଇକ୍ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ 3 ଜଣ ଆହତ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ପ୍ରାପ୍ତ ସୂଚନା ଅନୁଯାୟୀ ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ବଡ ଖଇରଖମା ଗ୍ରାମର 3 ଜଣ ଯୁବକ ଚିତ୍ରସେନ ଜେନା, ସୁନୀଲ ସାହୁ ଓ ତପନ ଜେନା ଏକ ହୀରୋ ସ୍ପ୍ଲେଣ୍ଡର ମଟର ସାଇକେଲରେ ବସି ନିଜ ଗ୍ରାମକୁ ଫେରୁଥିବା ବେଳେ ଉକ୍ତ ମନ୍ଦିର ନିକଟରେ ଭାରସାମ୍ୟ ହରାଇ ଦୁର୍ଘଟଣାର ସମ୍ମୁଖିନ ହୋଇଥିଲେ । ଏମାନଙ୍କ ମଧ୍ୟରୁ ଚିତ୍ରସେନ ଜେନାଙ୍କ ହାତ ଭାଙ୍ଗି ଗୁରୁତର ହୋଇଥିବା ବେଳେ ଅନ୍ୟ ଦୁଇଜଣ ସାମାନ୍ୟ ଆହତ ହୋଇଛନ୍ତି l ସମସ୍ତଙ୍କୁ ସୁମଣ୍ଡଳ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଦୁର୍ଘଟଣା ବେଗୁନିଆପଡ଼ା
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ମହିଳାଙ୍କୁ ଟାଣିନେଲା କୁମ୍ଭୀର !

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.