Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରେଢାଖୋଲରୁ ଚିହ୍ନଟ ହେଲେ ପ୍ରଥମ କରୋନା ଆକ୍ରାନ୍ତ
ଆଞ୍ଚଳିକ

ରେଢାଖୋଲରୁ ଚିହ୍ନଟ ହେଲେ ପ୍ରଥମ କରୋନା ଆକ୍ରାନ୍ତ

May 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ରବିବାର ରାଜ୍ୟର 22 ତମ ଜିଲ୍ଲା ଭାବରେ ସମ୍ବଲପୁରକୁ କରୋନା ଛୁଇଁଥିବା ବେଳେ ରେଢାଖୋଲରୁ ଏହି ଆକ୍ରାନ୍ତ ଜଣକ ଚିହ୍ନଟ ହୋଇଛନ୍ତି । ରେଢାଖୋଲ ବ୍ଲକ୍‌ର ତ୍ରିବଣପୁର ପଞ୍ଚାୟତର ଖଣ୍ଡାମ ଗ୍ରାମର ଜନୈକ ବ୍ୟକ୍ତି କରୋନା ପଜିଟିଭ୍‌ ସାବ୍ୟସ୍ତ ହୋଇଛନ୍ତି । ଉକ୍ତ ବ୍ୟକ୍ତି ଜଣକ ବାହାର ରାଜ୍ୟରୁ ଫେରିଥିବା ବେଳେ ଲୁହାପଙ୍କ ପଞ୍ଚାୟୟତର ହାଇସ୍କୁଲରେ କ୍ବାରେଣ୍ଟାଇନ୍‌ରେ ରହିଥିଲେ । ସ୍ବାବ୍‌ ପରୀକ୍ଷଣ ରିପୋର୍ଟ ପଜିଟିଭ୍‌ ଆସିବା ପରେ ତାଙ୍କୁ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ତେବେ ସମ୍ବଲପୁର ଅଞ୍ଚଳରେ ଆଦୌ କରୋନା ଆକ୍ରାନ୍ତ ନଥିବା ବେଳେ ଏହାକୁ ନେଇ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି ।

corona rairakhol
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Latest News

ମହାରାଷ୍ଟ୍ର ରାଜନୀତିରେ ଆସୁଛି କି ନୂଆ ଝଡ଼? ଉଦ୍ଧବ ଠାକରେ ଡାକିଲେ ଜରୁରୀ ବୈଠକ

June 12, 2026

କେନ୍ଦ୍ରମନ୍ତ୍ରୀଙ୍କ କରକମଳରେ ‘ଭାରତ ଇନୋଭେଟ୍ସ’ ର ରଣନୀତିକ ଦସ୍ତାବିଜ୍ ଉନ୍ମୋଚିତ

June 12, 2026

ସରକାରଙ୍କ ନିୟମକୁ ଅଣଦେଖା: ଅସୁରକ୍ଷିତ ଭାବରେ କାର୍ଯ୍ୟ କରୁଛନ୍ତି ଶ୍ରମିକ

June 12, 2026

ଭାରତୀୟ ଜାହାଜ ଉପରେ ଆକ୍ରମଣ ପ୍ରସଙ୍ଗ: ବିବୃତ୍ତି ଜାରି କଲେ ଟ୍ରମ୍ପ

June 12, 2026

Kolkata Fire: କୋଲକାତାରେ ବଡ ଧରଣର ଅଗ୍ନିକାଣ୍ଡ, ୪,୦୦୦ ଇଭିଏମ ଜଳିପୋଡି ଛାରଖାର

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.