Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»୨୪ ଘଣ୍ଟାରେ ଜଗତସିଂହପୁରକୁ ଫେରିଛନ୍ତି ୬୮୫ ପ୍ରବାସୀ
ଆଞ୍ଚଳିକ

୨୪ ଘଣ୍ଟାରେ ଜଗତସିଂହପୁରକୁ ଫେରିଛନ୍ତି ୬୮୫ ପ୍ରବାସୀ

May 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର : ଗତକାଲି ଏବଂ ଆଜି ସକାଳ ୭ଟା ସୁଦ୍ଧା ବିଭିନ୍ନ ରାଜ୍ୟରୁ ଜଗତସିଂହପୁର ଜିଲ୍ଲାକୁ ୬୮୫ଜଣ ପ୍ରବାସୀ ଆସିଛନ୍ତି । ସେମାନଙ୍କୁ ବିଭିନ୍ନ ପଚାଂୟତରେ ହୋଇଥିବା ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି । ଏହି କ୍ରମରେ ନାଉଗାଁ ବ୍ଲକକୁ ୪୪ଜଣ, ଜଗତସିଂହପୁର ବ୍ଲକକୁ ୮୬ଜଣ, ଜଗତସିଂହପୁର ପୈାର ପରିଷଦକୁ ୭ଜଣ, ବାଲିକୁଦା ବ୍ଲକକୁ ୧୦୩ଜଣ, କୁଜଙ୍ଗ ବ୍ଲକକୁ ୭୭ଜଣ, ଏରସମା ବ୍ଲକକୁ ୧୩୧ ଜଣ, ତିର୍ତୋଲ ବ୍ଲକକୁ ୧୪୫ ଜଣ, ରଘୁନାଥପୁର ବ୍ଲକକୁ ୬୬ଜଣ, ବିରିଡି ବ୍ଲକକୁ ୨୬ଜଣଙ୍କୁ ପଠାଯାଇଅଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ସେମାନଙ୍କର ପରିବହନ,ଖାଇବା ପିଇବା ଏବଂ ରହଣୀର ସୁବନ୍ଦୋବସ୍ତ କରାଯାଇଛି । ମେ ୧୫ ତାରିଖରେ ସଂଗୃହିତ ହୋଇ ପରୀକ୍ଷା ପାଇଁ ଯାଇଥିବା ୧୨୩ଟି ସ୍ୱାବ ରିପୋର୍ଟ ମଧ୍ୟରୁ ୭୩ଟି ରିପୋର୍ଟ ନେଗେଟିଭ୍ ଆସିଛି । ମେ ୧୪ ତାରିଖରେ ସଂଗୃହିତ ୧୩୨ ସ୍ୱାବ ରିପୋର୍ଟ ମଧ୍ୟରୁ ପୂର୍ବରୁ ୧୨୨ଟିର ରିପୋର୍ଟ ନେଗେଟିଭ୍ ଆସିଥିବା ବେଳେ ଗତକାଲି ଆଉ ୧୦ଟିର ରିପୋର୍ଟ ମଧ୍ୟ ନେଗେଟିଭ ଆସିଅଛି ବୋଲି ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର ପ୍ରକାଶ କରିଛନ୍ତି ।

ଗତ ୩ ତାରିଖ ଠାରୁ ୧୮ ତାରିଖ ସକାଳ୧୦ଟା ସୁଦ୍ଧା ଜଗତସିଂହପୁର ଜିଲ୍ଲାକୁ ୪୧୦୬ ଜଣ ପ୍ରବାସୀ ଓଡିଆ ଆସିଛନ୍ତି । ସେମାନଙ୍କୁ ବିଭିନ୍ନ ବ୍ଲକରେ ହୋଇଥିବା ସଙ୍ଗରୋଧ କେନ୍ଦ୍ରକୁ ପଠାଯାଇଛି । ଏହି କ୍ରମରେ ଜଗତସିଂହପୁର ବ୍ଲକକୁ ୫୬୫ଜଣ, ଜଗତସିଂହପୁର ପୈାରପରିଷଦକୁ ୧୦୧ଜଣ, ବାଲିକୁଦା ବ୍ଲକକୁ ୬୪୬ଜଣ, କୁଜଙ୍ଗ ବ୍ଲକକୁ ୨୨୫ଜଣ , ନାଉଗାଁ ବ୍ଲକକୁ ୩୦୪ଜଣ, ଏରସମା ବ୍ଲକକୁ ୮୮୩ଜଣ, ତିର୍ତୋଲ ବ୍ଲକକୁ ୬୮୧ଜଣ, ରଘୁନାଥପୁର ବ୍ଲକକୁ ୨୮୬ଜଣ, ବିରିଡି ବ୍ଲକକୁ ୧୯୦ଜଣ ଏବଂ ପାରାଦ୍ୱୀପ ପୈାର ପରିଷଦକୁ ୧୦୭ଜଣଙ୍କୁ ପଠାଯାଇଛି । ଜଗତସିଂହପୁର ଜିଲ୍ଲାର ସମସ୍ତ ୫ ପଜିଟିଭ୍ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଜି ଅପରାହ୍ନରେ ନୂତନ 20 ଜଣ ପଜିଟିଭ୍‌ ସାବ୍ୟସ୍ତ ହୋଇଛନ୍ତି ।

jagatsinghpur migrant
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ଜଗତସିଂହପୁରରେ ନର୍ସିଂ କଲେଜ ପ୍ରତିଷ୍ଠା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମ୍ପଦ ଚନ୍ଦ୍ର ସ୍ବାଇଁ

March 20, 2026
Latest News

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026

ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ ୨୦୨୬

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.