Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗରଗଡବାହାଳ ପାର୍କ ନିର୍ମାଣରେ ଅନିୟମିତତା : ସାଧାରଣରେ ଅସନ୍ତୋଷ
ଆଞ୍ଚଳିକ

ଗରଗଡବାହାଳ ପାର୍କ ନିର୍ମାଣରେ ଅନିୟମିତତା : ସାଧାରଣରେ ଅସନ୍ତୋଷ

May 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ସରକାର ଗ୍ରାମାଂଚଳର ବିକାଶ ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ ସରକାରଙ୍କ ଏହି ଜନହିତକର ଯୋଜନା ସଠିକ୍ ଭାବରେ ଜନସାଧାରଣଙ୍କ ନିକଟରେ ପହଞ୍ଚୁ ନାହିଁ । ଏହି ଯୋଜନା ଗୁଡିକ ସଠିକ୍‌ ଭାବରେ କାର୍ଯ୍ୟକାରୀ ହେଉ ନଥିବାରୁ ଗ୍ରାମାଞ୍ଚଳରେ ଅସନ୍ତୋଷ ବଢୁଛି ।

ସମ୍ବଲପୁର ଜିଲ୍ଲା ରେଢାଖୋଲ ବ୍ଲକର ଗରଗଡବାହାଳ ପଂଚାୟତରେ ନିର୍ମିତ ହୋଇଛି ଏକ ଗ୍ରାମୀଣ ପାର୍କ । ଗ୍ରାମୀଣ ପାର୍କ ନିର୍ମାଣରେ ବ୍ୟାପକ ଅନିୟମିତତା ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଅଭିଯୋଗରୁ ପ୍ରକାଶ ଯେ, ଗରଗଡବାହାଳ ଗ୍ରାମପଂଚୟତର ସଦର ମହୁକୁମାରେ ପାର୍କ ନିର୍ମାଣ ନକରାଯାଇ କରଡାପାଳ ନାମକ ଏକ ଜନଶୂନ୍ୟ ସ୍ଥାନରେ ନିର୍ମିତ ହୋଇଛି । ଜନଶୂନ୍ୟ ସ୍ଥାନରେ ପାର୍କ ନିର୍ମାଣ କେବଳ ଅର୍ଥ ତୋଷାରପାତ ପାଇଁ କରାଯାଇଛି ବୋଲି ଗ୍ରାମବାସୀଙ୍କ ପକ୍ଷରୁ ଅଭିଯରୋଗ କରାଯାଇଛି । ଗ୍ରାମବାସୀ ମାନେ ଅଭିଯୋଗର ଗୋଟିଏ ଲେଖାଏଁ କପି ସମ୍ବଲପୁର ଜିଲ୍ଲାପାଳ ଓ ରେଢାଖୋଲ ଉପଜିଲ୍ଲାପାଳଙ୍କୁ ପଠାଇଛନ୍ତି ।

park rairakhol
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.