Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»1200 କିମି ସାଇକେଲ ଚଲାଇ ନରସିଂହପୁରରେ ପହଞ୍ଚିଲେ 8 ପ୍ରବାସୀ
ଆଞ୍ଚଳିକ

1200 କିମି ସାଇକେଲ ଚଲାଇ ନରସିଂହପୁରରେ ପହଞ୍ଚିଲେ 8 ପ୍ରବାସୀ

May 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚନ୍ଦ୍ରକାନ୍ତି ବୌଦ୍ଧ
ନରସିଂହପୁର : ସାରା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ବଢି ଚାଲିଥିବା ବେଳେ ପ୍ରବାସୀ ଓଡ଼ିଆଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି । କଟକ ଜିଲ୍ଲା ନରସିଂହପୁର ବ୍ଲକରେ ସମୁଦାୟ 2198 ଜଣ ପ୍ରବାସୀ ଆସି ବିଭିନ୍ନ ଅସ୍ଥାୟୀ କରୋନା ସେବା କେନ୍ଦ୍ରରେ ରହିଥିବା ବେଳେ ଜିଲ୍ଲାର ନରସିଂହପୁର ବ୍ଲକକୁ ସର୍ବାଧିକ ପ୍ରବାସୀ ଓଡ଼ିଆ ଫେରିଛନ୍ତି । ଚେନ୍ନାଇରୁ ଆଠ ଜଣ ପୁରୁଷ ସାଇକେଲ ଯୋଗେ 1200 କିଲୋମିଟର ରାସ୍ତା ଅତିକ୍ରାନ୍ତ କରିଥିବା ବେଳେ ଆନ୍ଧ୍ରପ୍ରଦେଶର ନେଲୁରରୁ ଜଣେ ମହିଳା ପ୍ରବାସୀ ସାଇକେଲରେ ଆସିଛନ୍ତି । ସ୍ଥାନୀୟ ବିଧାୟକଙ୍କ ହସ୍ତକ୍ଷେପ ପରେ ପୁରୁଷ ମାନଙ୍କୁ ଓଡ଼ଗାଁ ଠାରୁ ଓ ମହିଳା ଜଣଙ୍କୁ କଟକରୁ ବ୍ଲକ ପ୍ରଶାସନ ଆଣି ନରସିଂହପୁର ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ଠାରେ ହୋଇଥିବା ଅସ୍ଥାୟୀ କରୋନା କେନ୍ଦ୍ରରେ ରଖାଯାଇଛି ।

migrant
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ସାହି ବିବାଦରୁ ରକ୍ତପାତ: ସଂଘବଦ୍ଧ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

September 16, 2026

ଫେଷ୍ଟିଭାଲ୍‌ରେ ଲାଉଡ୍ ସାଉଣ୍ଡ! କାନ ସହ ହୃଦୟ ଉପରେ ବି ପଡ଼ିପାରେ ପ୍ରଭାବ

September 16, 2026

ବ୍ରିକ-ଆଇଏଲ୍‌ଏସ୍‌ ପରିଦର୍ଶନ କଲେ ଚଣ୍ଡିଗଡ଼ ଗଣଧ୍ୟାମ ପ୍ରତିନିଧି ଦଳ

September 16, 2026

ସେପ୍ଟେମ୍ବର ୧୮ରେ ହକି ଇଣ୍ଡିଆର ଜରୁରୀ ବୈଠକ

September 16, 2026

ଟ୍ରେନ୍ ଧକ୍କାରେ ଭାରତୀୟ ବଂଶୋଦ୍ଭବ ଯୁବତୀ ଓ ନେପାଳୀ ପୁରୁଷ ବନ୍ଧୁଙ୍କ ମୃତ୍ୟୁ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.