Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆର୍‌ଜେ ଫ୍ୟାନ୍‌ କ୍ଲବ ପକ୍ଷରୁ ରକ୍ତଦାନ ଶିବିର
ଆଞ୍ଚଳିକ

ଆର୍‌ଜେ ଫ୍ୟାନ୍‌ କ୍ଲବ ପକ୍ଷରୁ ରକ୍ତଦାନ ଶିବିର

May 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର : ବ୍ରହ୍ମପୁର ଗେଟ୍ ବଜାର ଠାରେ ଆର୍‌ଜେ ଫ୍ୟାନ୍‌ କ୍ଲବ ପକ୍ଷରୁ ରକ୍ତ ଦାନ ଶିବିର କରାଯାଇଛି । କରୋନା ଭୁତାଣୁ ଜନିତ କଟକଣା କାରଣରୁ ରକ୍ତଭଣ୍ଡାରରେ ରକ୍ତର ଅଭାବ କାରଣରୁ ରୋଗୀଙ୍କ ସୁବିଧା ପାଇଁ ଆର୍ ଜେ ଫେନ ପକ୍ଷରୁ ଏକ ରକ୍ତ ଦାନ ଶିବିର ଆୟୋଜନ କରାଯାଇଛି । ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ ଏହି ଶିବିର ଆୟୋଜନ କରାଯାଇଥିଲା । ଏହି ଶିବିରକୁ ସାନଖେମୁଣ୍ଡି ବିଧାୟକଙ୍କ ପିତା ତଥା ସମାଜସେବୀ ଅରକ୍ଷିତ ଜେନା ଉଦ୍‌ଘାଟନ କରିଥିଲେ । ଏହି ରକ୍ତ ଦାନ ଶିବିରରେ 115 ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଥିବା ବେଳେ ଅରକ୍ଷିତ ଜେନା ଓ ପିଣ୍ଟୁ ଜେନା ରକ୍ତ ଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଶିବିରରେ ପିଣ୍ଟୁ ଜେନା, ଶିବ ପ୍ରସାଦ ପ୍ରଧାନ,ଦଣ୍ଡ ମହାରଣା,ଅଜିତ୍ ରାଉଳ,ଅବନୀ ଶତପଥୀ, କ୍ରିଷ୍ଣା ଜେନା,ଦେବାଶିଷ ମହାନ୍ତି, ପ୍ରଭାକର ତ୍ରିପାଠୀ, ସାଇରତନ୍ ପାତ୍ର, ସିଲୁ ସାହାଣୀ, ଟିକିନା ପାତ୍ର, ଜଗତା ବେହେରା, ହିମାଂଶୁ ଶେଖର ସାହୁ, ପାଞ୍ଜୟ ପାତ୍ର, ରାମ କୃଷ୍ଣ ନାହାକ, ଶସାଙ୍କ ଗୌଡ, ଅନୁରାଗ ସିଂହ, ଶଙ୍କର ରଥ, ଶିବ ସ୍ୱାଇଁ ଓ ଅନ୍ୟ କର୍ମକର୍ତ୍ତା ସହଯୋଗ କରିଥିଲେ ।

ରକ୍ତଦାନ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ପୂର୍ବତନ ସମିତିସଭ୍ୟ ମୃତ; ଜଣେ ଗୁରୁତର

September 19, 2026

ଚ଼ିଲିକା ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କଲେ ଆଇନ ମନ୍ତ୍ରୀ

September 18, 2026

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିବସରେ ବାଣପୁର ନଗର ମଣ୍ଡଳ ବିଜେପି ପକ୍ଷରୁ ଦୀପଦାନ

September 17, 2026

ବାଣପୁର: ଶ୍ରୀନିବାସପୁର ଶାସନରେ ପରିବେଷଣ ହେଲା “ଗଣେଶ ଗୀତିନାଟ୍ୟ”

September 17, 2026
Latest News

TMC ବିବାଦରେ ରାହୁଲ-ରିଜିଜୁ ମୁହାଁମୁହିଁ: ‘କଂଗ୍ରେସ ନିଜେ ଭସ୍ମାସୁର’ କହି ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ

September 19, 2026

ମଧ୍ୟପ୍ରଦେଶ ଟ୍ରାଜେଡି : ମୁଖ୍ୟମନ୍ତ୍ରୀଙ୍କ ଶୋକ, ପରିବାରକୁ ୫ ଲକ୍ଷ ଲେଖାଏ ସହାୟତା ଘୋଷଣା

September 19, 2026

ଭାରତୀୟ ସଂସ୍କୃତି ଓ ସଭ୍ୟତାରେ ଦିବ୍ୟାଙ୍ଗମାନଙ୍କ ଅବଦାନ ଅନସ୍ୱୀକାର୍ଯ୍ୟ : ବାଚସ୍ପତି

September 19, 2026

ତିଗିରିଆ ଆଦିବାସୀ ଆଶ୍ରମ ବିଦ୍ୟାଳୟରେ ବ୍ରିକ୍‍-ଆଇଏଲ୍‌ଏସ୍ ପକ୍ଷରୁ ସ୍ୱଚ୍ଛତା ଅଭିଯାନ ଆୟୋଜିତ

September 19, 2026

“ପରିବେଶ ଓ ଜଳବାୟୁ ଗତିଶୀଳତାର ଭବିଷ୍ୟତ” ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.