Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଶଙ୍କରପୁର ସାହିରୁ ଉଠିଲା କଣ୍ଟେନ୍‌ମେଣ୍ଟ ଜୋନ୍‌
ଆଞ୍ଚଳିକ

ଶଙ୍କରପୁର ସାହିରୁ ଉଠିଲା କଣ୍ଟେନ୍‌ମେଣ୍ଟ ଜୋନ୍‌

May 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ମହାନଗର ନିଗମ ଅନ୍ତର୍ଗତ ବଡ଼ବଜାର ଅଂଚଳର ଶଙ୍କରପୁର ସାହିରୁ ପୂର୍ବରୁ ଘୋଷଣା କରାଯାଇଥିବା କଣ୍ଟେନ୍‌ମେଣ୍ଟ ଜୋନ୍‌କୁ ଉଠାଇ ଦିଆଯାଇଛି । ସୂଚନାଯୋଗ୍ୟ ଏହି ସାହିରେ କିଛି କରୋନା ପଜିଟିଭ୍ ମାମଲା ବାହାରିବା ଯୋଗୁଁ ମହାନଗର ନିଗମ ପକ୍ଷରୁ 15 ତାରିଖରେ ଏହାକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଥିଲା । ଏହାପରେ ସାହିର ଦ୍ୱାର ଦେଶକୁ ଅବରୁଦ୍ଧ କରି ରଖାଯାଇଥିଲା । ବର୍ତ୍ତମାନ ପ୍ରାଥମିକ ସଂସ୍ପର୍ଶ ବ୍ୟକ୍ତି ଏବଂ ଲକ୍ଷଣ ଥିବା ବ୍ୟକ୍ତିଙ୍କ ରିପୋର୍ଟ ନେଗେଟିଭ୍ ଆସିବା ପରେ କୌଣସି ସଂକ୍ରମଣର ଭୟ ନଥିବାରୁ ମହାନଗର ନିଗମ ପକ୍ଷରୁ ଏହି ଅଂଚଳରୁ କଣ୍ଟେନମେଣ୍ଟ ଜୋନ୍ ତାଲିକାରୁ ବାଦ୍ ଦିଆଯାଇଥିବା ମହାନଗର ନିଗମ କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର ଚିଠି ମାଧ୍ୟମରେ ସୂଚନା ଦେଇଛନ୍ତି ।

contenmentzone
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ଭାରତ ପାଇଁ ବଡ଼ ଆଶ୍ୱସ୍ତି: ହର୍ମୁଜ୍ ପ୍ରଣାଳୀ ପାର କଲେ ଦୁଇଟି LPG ଟ୍ୟାଙ୍କର୍ 

March 23, 2026

ଜୀ-ସାର୍ଥକର ବଡ଼ ଉପହାର: “ଦେଖନ୍ତୁ ଲଗାତାର ଜିତନ୍ତୁ କାର”

March 23, 2026

ଚୂଡ଼ାନ୍ତ ହେଲା ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ!: ଚିରାଗ ପାସୱାନଙ୍କ ବଡ଼ ଖୁଲାସା 

March 23, 2026

ଜିଓ ଏବଂ ଏୟାରଟେଲ୍ କମ୍ପାନୀର ବଢିବ ଚିନ୍ତା: ମିଶିବାକୁ ଯାଉଛନ୍ତି ଏହି ଦୁଇ କମ୍ପାନୀ

March 23, 2026

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.