Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»୪ଟି ଟ୍ରେନରେ ଗଞ୍ଜାମକୁ ଫେରିଲେ ୫୪୪୪ ପ୍ରବାସୀ
ଆଞ୍ଚଳିକ

୪ଟି ଟ୍ରେନରେ ଗଞ୍ଜାମକୁ ଫେରିଲେ ୫୪୪୪ ପ୍ରବାସୀ

May 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗଂଜାମ ଜିଲ୍ଲାକୁ ପ୍ରବାସୀଙ୍କ ଆଗମନ ଲାଗି ରହିଥିବାବେଳେ ପୂର୍ବରୁ ଜଗନ୍ନାଥପୁର ଷ୍ଟେସନରେ ଟ୍ରେନ ରହୁଥିବାବେଳେ ବର୍ତ୍ତମାନ ବ୍ରହ୍ମପୁର ଷ୍ଟେସନର ୪ ନମ୍ବର ପ୍ଲାଟଫର୍ମରେ ଗଂଜାମ ଜିଲ୍ଲା ପ୍ରବାସୀମାନେ ଓହ୍ଲାଇ କ୍ୱାରେଣ୍ଟାଇନ୍ ସେଣ୍ଟରକୁ ଯାଉଛନ୍ତି । ଆଜି ବ୍ରହ୍ମପୁରକୁ ୯ଟି ଟ୍ରେନ ଆସିବାକୁ ଥିବାବେଳେ ଖବରଲେଖା ହେବା ପର୍ଯ୍ୟନ୍ତ ୪ଟି ଟ୍ରେନ ବ୍ରହ୍ମପୁରରେ ପହଞ୍ଚିଛି । ପ୍ରଥମ ଟ୍ରେନଟି ତାମିଲନାଡ଼ୁରୁ ୮୯୮ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସିଥିବାବେଳେ ଏଥିରେ ଗଂଜାମ ଜିଲ୍ଲାର ୬୩୬ ଜଣ ଅଛନ୍ତି । ସେହିପରି ଦ୍ୱିତୀୟ ଟ୍ରେନରେ ସୁରତରୁ ୧୬୩୫ ଜଣ ଆସିଥିବାବେଳେ ଏଥିରେ ଗଂଜାମ ଜିଲ୍ଲାର ୧୫୭୭ ଅଛନ୍ତି ତୃତୀୟ ଟେନଟି ମଧ୍ୟ ସୁରାଟରୁ ଆସିଥିବାବେଳେ ଏଥିରେ ୧୭୪୮ ଯାତ୍ରୀଙ୍କ ମଧ୍ୟରୁ ଗଂଜାମ ଜିଲ୍ଲାର ୧୬୯୭ ଜଣ ଅଛନ୍ତି । ଚତୁର୍ଥ ଟ୍ରେନଟିରେ ୧୫୮୫ ଜଣ ପ୍ରବାସୀ ଓଡ଼ିଆ ରହିଥିବାବେଳେ ଗଂଜାମ ଜିଲ୍ଲାର ୧୫୩୪ ଜଣ ଅଛନ୍ତି । ସମୁଦାୟ ୪ ଟି ଟ୍ରେନରେ ୫୪୪୪ ଜଣ ପ୍ରବାସୀ ଗଂଜାମ ଜିଲ୍ଲାକୁ ଆସିଛନ୍ତି ବ୍ରହ୍ମପୁର ରେଳଷ୍ଟେସନରେ ଟ୍ରେନଗୁଡ଼ିକ ପହଞ୍ଚିବା ପରେ ସମସ୍ତଙ୍କର ସ୍କ୍ରିନିଂ କରାଯିବା ପରେ ସ୍ୱତନ୍ତ୍ର ବସ୍ ଯୋଗେ ସେମାନଙ୍କୁ କ୍ୱାରେଣ୍ଟାଇନ୍ ସେଣ୍ଟରକୁ ପଠାଯାଇଛି ।

brahmapur migrant
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.