Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»୨୫ କିଲୋ ଗଂଜେଇ ଜବତ: ପଲସର ସହିତ ଅଭିଯୁକ୍ତ ଗିରଫ
ଆଞ୍ଚଳିକ

୨୫ କିଲୋ ଗଂଜେଇ ଜବତ: ପଲସର ସହିତ ଅଭିଯୁକ୍ତ ଗିରଫ

May 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗଂଜେଇ ଚୋରାଚାଲାଣ କରୁଥବା ଅଭିଯୋଗରେ ବଡ଼ବଜାର ପୋଲିସ୍ ଜଣକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ନିକଟରୁ ୨୫ କିଲୋ ଗଂଜେଇ ସହ ଏକ ପଲସର ଗାଡ଼ି ଜବତ ହୋଇଛି । ଘଟଣାରୁ ପ୍ରକାଶ ଯେ ବ୍ରହ୍ମପୁର ପ୍ରହ୍ଲାଦ ନଗରର ସୁଦାମ ଡ଼ାକୁଆ (୨୪) ଏକ ପଲ୍‌ସର ବାଇକ୍‌ରେ ମୋହନାରୁ ଗଂଜେଇ ଧରି ଆସୁଥିଲା । ଫାଷ୍ଟଗେଟ୍ ନିକଟରେ ପୋଲିସ୍‌ର ଚେକିଂ ଜୋର୍‌ଦାର ଥିବାରୁ ସେ ପୁରୁଣା ବ୍ରହ୍ମପୁରକୁ ବାହାରୁଥିବା ଗଳାବାଟ ଓମ୍‌ନଗର ଦେଇ ସହରରେ ପ୍ରବେଶ କରୁଥିଲା । ଏନେଇ କୌଣସି ବିଶେଷ ସୂତ୍ରରୁ ଖବର ପାଇ ବଡ଼ବଜାର ପୋଲିସ୍ ତାକୁ ଅଟକାଇ ସେ ଧରିଥିବା ବ୍ୟାଗରୁ ୨୫ କିଲୋ ଗଂଜେଇ ଜବତ କରିଥିଲେ । ଏନେଇ ବଡ଼ବଜାର ଥାନାରେ ୧୧୮/୨୦ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ସୁଦାମକୁ ଗିରଫ କରାଯାଇଥିବା ଥାନାଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି ।

ganja
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026
Latest News

ଆଘାତ ନଥାଇ ହଠାତ୍ ଗୋଡ଼ରେ ଯନ୍ତ୍ରଣା ହେଉଛି କି ! ଶରୀରର ଏହି ‘ସିଗନାଲ୍‌’କୁ ବୁଝନ୍ତୁ

September 4, 2026

ଆଇନ ଛାତ୍ରଙ୍କ ଆଚରଣ ନିୟନ୍ତ୍ରଣ କରିବା କ୍ଷମତା BCIର ନାହିଁ: ସୁପ୍ରିମକୋର୍ଟ

September 4, 2026

‘ଶୂନ୍ ମୃତ୍ୟୁ ସପ୍ତାହ’ ଆରମ୍ଭ; ଜୀବନ ବଞ୍ଚାଇଲେ ମିଳିବ ‘ରାହାବାର’ ଓ ‘ଗୁଡ୍ ସମାରିଟାନ୍’ ପୁରସ୍କାର

September 4, 2026

ଜନ୍ମାଷ୍ଟମୀରେ ମା’ ଭଗବତୀଙ୍କ ଧରାବତରଣ: ଶାରଦୀୟ ପର୍ବ ପାଇଁ ପୂର୍ବପ୍ରସ୍ତୁତି

September 4, 2026

କରୈକଲ୍‌ର ମହିଳା ମତ୍ସ୍ୟଜୀବୀଙ୍କୁ ସ୍ୱାବଲମ୍ବୀ କରିଛି ସାମୁଦ୍ରିକ ଶୈବାଳ ଚାଷ

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.