Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପୁଣ୍ୟତିଥି ପାଳିତ
ଆଞ୍ଚଳିକ

ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ପୁଣ୍ୟତିଥି ପାଳିତ

May 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର : ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ୪୬ତମ ପୁଣ୍ୟତିଥି ଅବସରରେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ୍ ବହୁମୁଖୀ ସଂଘ ତରଫରୁ ପାଳିତ ହୋଇଯାଇଛି । ଏମ୍‌କେସିଜି ମେଡ଼ିକାଲ୍ କଲେଜ ସମ୍ମୁଖରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦିଆଯିବା ସହ ତାଙ୍କ ସ୍ମୃତି ଆଚରଣ କରାଯାଇଥିଲା ସେ ଜଣେ ଦେଶପ୍ରେମୀ, ତ୍ୟାଗୀ ବ୍ୟକ୍ତିଥିଲେ । କାର୍ଯ୍ୟକ୍ରମରେ ସଂଘର ସଭାପତି ରାମକୁମାର ପାତ୍ର, ପ୍ରହ୍ଲାଦ ପାଣିଗ୍ରାହୀ, ଅଶୋକ ନିମାଇଁ, ଭଗବାନ ଭୂୟାଁ, କେଶବ ପାଢ଼ୀ, ସନ୍ତୋଷ ସବାତ, ଆଲୋକ ଚୌଧୁରୀ, ମଧୁ ସାହୁ, କିରଣ ସାହୁ, ଟୁଟୁ ନାୟକ, ମହେଶ୍ୱର ବାଡ଼ତ୍ୟା ପ୍ରମୁଖ ଉପସ୍ଥିତ ଥିଲେ ।

ମହାରାଜା କୃଷ୍ଣଚନ୍ଦ୍ର ଗଜପତି
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଭାବପୂର୍ଣ୍ଣ ଗୁରୁ ପୂଜନ ଉତ୍ସବ

September 6, 2026

ରେଢ଼ାଖୋଲରେ ଆରଏସଏସ ଯୁବ ସମ୍ମିଳନୀ

September 6, 2026

ସମ୍ବଲପୁର ସେନ୍ ପାର୍କ ନିକଟରେ ମହିଳାଙ୍କୁ ବିଭତ୍ସ ହତ୍ୟା

September 6, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026
Latest News

ପାରାଦ୍ୱୀପ ବନ୍ଦରରେ ପ୍ରଥମ ଥର ପାଇଁ ବର୍ଥିଂ ହେଲା ବିଶାଳ କ୍ୟାପ୍‌ସାଇଜ୍ ଜାହାଜ

September 7, 2026

ଜୁନିୟର ହକି ଏସିଆ କପ୍: ମାଲେସିଆକୁ ୧୧-୧ ଗୋଲ୍‌ରେ ହରାଇଲା ଭାରତ

September 7, 2026

୭ ଦିନ ମଧ୍ୟରେ ବନାନ ତ୍ରୁଟି ସଂଶୋଧନ କରିବାକୁ ଜିଲ୍ଲାପାଳଙ୍କୁ ରାଜସ୍ୱ ବିଭାଗର ନିର୍ଦ୍ଦେଶ: ହଟିବ ପୁରୁଣା ଇଂରାଜୀ ନାମଫଳକ

September 7, 2026

ସତ୍ୟ ନିକେତନ ବିଲ୍ଡିଂ ଭୁଶୁଡ଼ିବା ଘଟଣା: ୬କୁ ବୃଦ୍ଧି ପାଇଲା ମୃତ୍ୟୁ ସଂଖ୍ୟା

September 7, 2026

ପାରାଦୀପ ବନ୍ଦରରେ ପ୍ରଥମ ଥର ପାଇଁ ଲାଗିଲା  ୧୬.୫ ମିଟର ଡ୍ରାଫ୍ଟ ବିଶିଷ୍ଟ କ୍ୟାପସାଇଜ୍ ଜାହାଜ

September 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.