Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁର ଟାଉନ୍ ଥାନାରେ ରକ୍ତଦାନ ଶିବିର : 32 ୟୁନିଟ୍‌ ରକ୍ତ ସଂଗ୍ରହ
ଆଞ୍ଚଳିକ

ବ୍ରହ୍ମପୁର ଟାଉନ୍ ଥାନାରେ ରକ୍ତଦାନ ଶିବିର : 32 ୟୁନିଟ୍‌ ରକ୍ତ ସଂଗ୍ରହ

May 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର : କରୋନା ସଂକଟକାଳ ଏବଂ ଗ୍ରୀଷ୍ମଋତୁ ପ୍ରଭାବରୁ ରକ୍ତର ଅଭାବ ଦୂର କରିବା ପାଇଁ ଆଜି ବ୍ରହ୍ମପୁର ଟାଉନ୍ ଥାନା ପକ୍ଷରୁ ଏକ ଅଭିନବ ପ୍ରୟାସ କରାଯାଇଛି । ଥାନା ପକ୍ଷରୁ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଛି । ଥାନାର ପ୍ରାୟ ୧୫ ଜଣ କର୍ମଚାରୀ ରକ୍ତଦାନ କରିଥିଲେ । ପ୍ରଥମେ ଆଇଆଇସି ସୁରେଶ କୁମାର ତ୍ରିପାଠୀ ରକ୍ତଦାନ କରିବା ପରେ ଅନ୍ୟ ୧୪ ଜଣ କର୍ମଚାରୀ ରକ୍ତଦାନ କରିଥିଲେ । ଏନେଇ ଏକ ରକ୍ତ ସଂଗୃହୀତ ଭ୍ୟାନର ଆୟୋଜନ କରି ରକ୍ତ ସଂଗ୍ରହ କରାଯାଇଥିଲା । ଏହା ସହ ଅଂଚଳର କିଛି ଉତ୍ସାହୀ ଯୁବକ ମଧ୍ୟ ରକ୍ତଦାନ କରି ମହତ୍ କାର୍ଯ୍ୟ କରିଥିଲେ । ସମୁଦାୟ ୩୨ ୟୁନିଟ୍ ରକ୍ତ ସଂଗୃହୀତ ହୋଇଥିଲା । ଥାନା ପକ୍ଷରୁ ଆୟୋଜିତ ଏଭଳି ମହତ୍ କାର୍ଯ୍ୟକୁ ସବୁ ମହଲରେ ପ୍ରଶଂସା କରାଯାଇଛି ।

blooddonation
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ମମତା ବାନାର୍ଜୀଙ୍କ ଗାଡ଼ି ଉପରକୁ ଆକ୍ରମଣ: “ଚୋର, ଚୋର” ସ୍ଲୋଗାନ ଦେଲେ ସ୍ଥାନୀୟ ଲୋକ

August 9, 2026

“ଶିକ୍ଷକ ଦାବି ଦିବସ”ରେ ମହାସମାବେଶ ଓ ଅହୋରାତ୍ର ଗଣଧାରଣା: ସମନ୍ୱୟ ସମିତି

August 9, 2026

ଅଜିତ ପାୱାରଙ୍କ ମୃତ୍ୟୁ ହୋଇଥିବା ସ୍ଥାନରେ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ

August 9, 2026

ଟର୍ବୁଲେନ୍ସର ସମ୍ମୁଖୀନ ହୋଇଥିବା ବିମାନର ପାଇଲଟ୍ ମଦ୍ୟପାନ କରିଥିଲେ?: ଆସିଲା ରିପୋର୍ଟ

August 9, 2026

Ghare Ghare Triranga: ଭୁବନେଶ୍ବରରେ ତ୍ରିରଙ୍ଗା ପଦଯାତ୍ରା, ସାମିଲ ହେଲେ ମୁଖ୍ୟମନ୍ତ୍ରୀ

August 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.