Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କରୋନା ଯୋଦ୍ଧାଙ୍କୁ ସାଂସଦ ଓ ବିଧାୟକଙ୍କ ସମ୍ବର୍ଦ୍ଧନା
ଆଞ୍ଚଳିକ

କରୋନା ଯୋଦ୍ଧାଙ୍କୁ ସାଂସଦ ଓ ବିଧାୟକଙ୍କ ସମ୍ବର୍ଦ୍ଧନା

May 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର :କରୋନା ଲଢ଼େଇରେ ସ୍ୱେଚ୍ଛାସେବୀ ସଂଗଠନ ଏବଂ ସମାଜର ବିଭିନ୍ନ ସ୍ତରର ବ୍ୟକ୍ତିବିଶେଷ ନିଜକୁ ସାମିଲ କରିଛନ୍ତି । ଏହିଭଳି ବିପତ୍ତି ସମୟରେ ଲୋକଙ୍କୁ ସାହାଯ୍ୟ କରୁଥିବା କରୋନା ଯୋଦ୍ଧାଙ୍କୁ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ ଓ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା ସମ୍ମାନିତ କରିଛନ୍ତି । ସ୍ୱେଚ୍ଛାକୃତ ଭାବେ ସାମାଜିକ କାର୍ଯ୍ୟ ପାଇଁ ବିଜେଡ଼ି ସଭାନେତ୍ରୀ ସଂଘମିତ୍ରା ଦଳେଇ, ଜିଲ୍ଲା ଯୁବ ବିଜେଡ଼ି ସଭାପତି ଏନ୍‌. ଧନଞ୍ଜୟ ରାଓ, ବିଜୟ ସାମଲ, ଅକ୍ଷୟ ପତି, ଶ୍ରୀକାନ୍ତ ସାବତଙ୍କୁ ସାଂସଦ ଏବଂ ବିଧାୟକ କାର୍ଯ୍ୟାଳୟରେ ଆଜି ସମ୍ବର୍ଦ୍ଧିତ କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ଉପସଭାପତି ସଂଜିବ ପାଣିଗ୍ରାହୀ, ଭୀଷ୍ମାଚାର୍ଯ୍ୟ ଚୌଧୁରୀ, ସୁରେଶ ଚନ୍ଦ୍ର ତ୍ରିପାଠୀ, ମଦନ ଦଳାଇ, ଏସ୍‌କେ ସ୍ୱାଇଁ ଉପସ୍ଥିତ ଥିଲେ ।

corona mla mp
Share. Facebook Twitter LinkedIn Email WhatsApp Copy Link

Related Posts

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026

ଯୁବତୀ ଅପହରଣ ମାମଲାରେ ୩ ଯୁବକଙ୍କୁ ନିର୍ଦ୍ଧୁମ ମାଡ଼, ପୋଲିସ ଭୂମିକାକୁ ନେଇ ପ୍ରଶ୍ନ

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.