Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଡଇଁଚା ସେବା ସମବାୟ ସମିତି ତରଫରୁ ମାକ୍ସ ବଂଟନ
ଆଞ୍ଚଳିକ

ଡଇଁଚା ସେବା ସମବାୟ ସମିତି ତରଫରୁ ମାକ୍ସ ବଂଟନ

May 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ନାକଟିଦେଉଳ ବ୍ଲକ ଡଇଁଚା ଗ୍ରାମରେ ଥିବା ସେବା ସମବାୟ ସମିତି ତରଫରୁ ମାକ୍ସ ବଂଟନ କରାଯାଇଛି। ସମିତିର ସଂପାଦକ ଆର୍ତ୍ତତ୍ରାଣ ରାଉଳ ୫ ଟି ପଂଚାୟତର ସହସ୍ରାଧିକ ଚାଷୀଭାଇମାନଙ୍କୁ ମାକ୍ସବଂଟନ କରିଥିଲେ। ସାରା ଦେଶରୁ କରୋନା ମହାମାରୀକୁ କିପରି ବିନାଶ କରିବା ସେ ସଂପର୍କରେ ଚାଷୀମାନଙ୍କୁ ସଂପାଦକ ଆର୍ତ୍ତତ୍ରାଣ ରାଉଳ ସଚେତନତାର ବାର୍ତ୍ତା ଦେଇଥିଲେ। ସମସ୍ତେ ବାହାରକୁ ବାହାରିଲେ ଦୂରତା ରକ୍ଷା କରିବା, ମାକ୍ସ ପିନ୍ଧିବା, ପ୍ରବାସୀ ମାନଙ୍କୁ ସହଯୋଗର ହାତ ବଢାଇବା ପାଇଁ ସଂପାଦକ ଆହ୍ୱାନ ଦେଇଥିଲେ। ଅଯଥା ପ୍ରବାସୀ ମାନଙ୍କୁ ଗ୍ରାମାଂଚଳର ଲୋକମାନେ ହଇରାଣ ନ କରି ସେମାନେ ଆମର ଭାଇ ଟିଏ ବୋଲି ଆଦର କରିବା ସହ ସେମାନେ ମଧ୍ୟ ସାମାଜିକ ଦୂରତା ବଜାୟ ରଖିବାକୁ ଆମେ ସମସ୍ତେ ସେମାନଙ୍କୁ ସଚେତନତାର ବାର୍ତ୍ତା ଦେବା ବୋଲି ପ୍ରକାଶ କରିଥିଲେ। ସମିତିର ସମସ୍ତ କର୍ମକର୍ତ୍ତା, ଚାଷୀମାନେ ଉପସ୍ଥିତ ଥିଲେ।

ଡଇଁଚା ଗ୍ରାମ ସେବା ସମବାୟ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୁରୁଜୀ ମହେଶ୍ୱର ମଲ୍ଲଙ୍କ ପଞ୍ଚମ ଶ୍ରାଦ୍ଧବାର୍ଷିକୀ ପାଳିତ 

September 29, 2026
Latest News

ଯାତ୍ରୀବାହୀ ବସ୍‌ ଉପରେ ଆତଙ୍କୀ ଗୁଳିମାଡ଼ : ୭ ମୃତ, ୪ ଆହତ

October 1, 2026

ଫାଇନାଲରେ ପହଞ୍ଚିଲା ଟିମ ଇଣ୍ଡିଆ: ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଏବଂ ପାକିସ୍ତାନ ମୁକାବିଲା

October 1, 2026

ଭାରସାମ୍ୟ ହରାଇ ଘାଟିରୁ ଖସିଲା ବୋଲେରୋ: ଜଣେ ମୃତ, ୫ ଗୁରୁତର

October 1, 2026

ଭୁବନେଶ୍ୱରକୁ ଦେଶର ନମ୍ବର ୱାନ୍ ସ୍ୱଚ୍ଛ ସହର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

October 1, 2026

ପାର୍ବଣ ଋତୁରେ ମହଙ୍ଗା ହେବ ନାହିଁ ଚିନି; ବିକ୍ରୟ କୋଟା ବୃଦ୍ଧି କଲେ ସରକାର 

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.