Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବେଗୁନିଆପଡ଼ାରେ ସମୂହ ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ
ଆଞ୍ଚଳିକ

ବେଗୁନିଆପଡ଼ାରେ ସମୂହ ବନ୍ଦେ ଉତ୍କଳ ଜନନୀ ସଂଗୀତ ଗାନ

May 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ

ବେଗୁନିଆପଡା: କୋଭିଡ ବିରୁଦ୍ଧରେ ଚାଲିଥିବା ସଂଗ୍ରାମରେ କରୋନା ଯୋଦ୍ଧାଙ୍କ ସମ୍ମାନରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନଙ୍କ ନେତୃତ୍ଵରେ ବେଗୁନିଆପଡା ବ୍ଲକ ଠାରେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଛି।  ଏହି କାର୍ଯ୍ୟକ୍ରମରେ ବିଧାୟିକା କହିଥିଲେ ନିଜ ଜୀବନକୁ ବାଜି ଲଗାଇ ଡାକ୍ତର, ପୋଲିସ, ସ୍ୱାସ୍ଥ୍ୟ କର୍ମୀ, ଅଙ୍ଗନୱାଡି କର୍ମୀ, ଓ ସ୍ବେଛାସେବୀ ଭଳି କର୍ମଚାରୀ ମାନେ କରୋନା ଯୋଦ୍ଧା ସାଜି ଆମ୍ଭମାନଙ୍କ ସ୍ୱାସ୍ଥ୍ୟ ଓ ସୁରକ୍ଷା ପାଇଁ ଅହରହ କାର୍ଯ୍ୟ କରୁଛନ୍ତି। ପ୍ରତିଟି କ୍ଷେତ୍ରରେ ସେମାନଙ୍କ ସେବା ପ୍ରଶଂସନୀୟ ହୋଇଛି। ବର୍ତ୍ତମାନ ସମୟରେ ସେମାନଙ୍କ ପ୍ରତି ଆମର ସମ୍ମାନ ପ୍ରେରଣା ଯୋଗାଇବ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମରେ ବିଡ଼ିଓ ବେଦବର ପ୍ରଧାନ, ବିଜେଡି ସଭାପତି ବିଜୟ କୁମାର ଦୋରା, ବିଜୁ ଶ୍ରମିକ ସାମୁଖ୍ୟ ଉପସଭାପତି ବିଜୟ ନାୟକ, ସରପଞ୍ଚ, ଅଙ୍ଗନୱାଡି କର୍ମୀ, ଆଶାକର୍ମୀ ଓ ଜନସାଧାରଣ ସମୂହ ଯୋଗଦେଇ ସଂଗୀତ ଗାନ କରିଥିଲେ।

ବନ୍ଦେ ଉତ୍କଳ ଜନନୀ ବେଗୁନିଆପଡ଼ା
Share. Facebook Twitter LinkedIn Email WhatsApp Copy Link

Related Posts

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026
Latest News

ବିଜେପି-JDU ମଧ୍ୟରେ ମିଶ୍ରଣ ଫାଇନାଲ? ଗୋଟିଏ ଫଟୋରେ ବିହାରରେ ରାଜନୈତିକ ହଲଚଲ!

October 13, 2026

କେରଳ ବିଧାନସଭାରେ ଇତିହାସ: CEC ଜ୍ଞାନେଶ କୁମାରଙ୍କୁ ହଟାଇବା ପ୍ରସ୍ତାବ ପାରିତ, ୨୩ ଦଳ ଏକାଠି

October 13, 2026

ଆଇଏମ୍‌ଏସ୍ ଓ ସମ୍ ହସ୍ପିଟାଲ୍‌ରେ ଗବେଷଣା ଓ ନବସୃଜନ ୟୁନିଟ୍ ଉଦ୍‌ଘାଟିତ

October 13, 2026

“ସତ୍ୟକୁ କେହି ଅସ୍ୱୀକାର କରିପାରିବେ ନାହିଁ”: ଲଦାଖ ଉପରେ ଚୀନକୁ ଭାରତର କଡ଼ା ବାର୍ତ୍ତା

October 13, 2026

ଘାଟିକିଆ ଓ ଗାଡ଼କଣଠାରେ ଦୁଇଟି ସୁଲଭ ଆବାସିକ ପ୍ରକଳ୍ପର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.