Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଲୁହାପଙ୍କରେ ପୁଣି କରୋନା ଆକ୍ରାନ୍ତ ଚିହ୍ନଟ : ସ୍ଥାନୀୟ ଅଂଚଳରେ ଛନକା
ଆଞ୍ଚଳିକ

ଲୁହାପଙ୍କରେ ପୁଣି କରୋନା ଆକ୍ରାନ୍ତ ଚିହ୍ନଟ : ସ୍ଥାନୀୟ ଅଂଚଳରେ ଛନକା

May 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ : ରେଢାଖୋଲରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରେଢାଖୋଲ ବ୍ଲକ୍ ଲୁହାପଙ୍କ ହାଇସ୍କୁଲରେ ଥିବା କ୍ବାରେଣ୍ଟିନ୍‌ ସେଣ୍ଟରର ଜନୈକ ବ୍ୟକ୍ତିଙ୍କ ଠାରେ କରୋନା ପଜିଟିଭ୍ ଥିବା ଜଣା ପଡିଛି । ଆକ୍ରାନ୍ତଙ୍କୁ ତାଳଚେର କୋଭିଡ୍ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଏହି ଅଞ୍ଚଳରୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡିବା ପରେ ଅଂଚଳରେ ଲୋକଙ୍କ ମଧ୍ୟରେ ଛନକା ପଶିଯାଇଛି ।

ଗତ 17 ତାରିଖରେ ଲୁହାପଙ୍କର ତ୍ରିବଣପୁର ଗ୍ରାମପଂଚାୟତ ଖଣ୍ଡାମ ଗ୍ରାମର ଜନୈକ ବ୍ୟକ୍ତିଙ୍କ ଠାରେ କରୋନା ପଜିଟିଭ୍ ବାହାରିଥିଲା । ଆଜି ଆଉ ଜଣଙ୍କ ଠାରୁ କରୋନାପଜିଟିଭ୍ ବାହାରିଲା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

ଶସ୍ତା ହେଲା ବିମାନ ଟିକେଟ୍ !

June 22, 2026

କତାରର ଶକ୍ତି କେନ୍ଦ୍ରରେ ଭୟଙ୍କର ବିସ୍ଫୋରଣ: ୧୩ ମୃତ, ୬୬ ଆହତ; ଭାରତୀୟ ଦୂତାବାସ ଜାରି କଲା ହେଲ୍ପଲାଇନ୍

June 22, 2026

ଏଲ୍-ନିନୋ ଚ୍ୟାଲେଞ୍ଜ ମଧ୍ୟରେ ସତର୍କ ଓଡ଼ିଶା: ବିପର୍ଯ୍ୟୟ ପରିଚାଳନାରେ ବଡ଼ ଯୋଜନା

June 22, 2026

ହ୍ୱାଟ୍ସଆପ୍‌ରେ ଭାରତୀୟ ନେତୃତ୍ୱ! କୁନାଲ ଶାହଙ୍କ ହାତରେ ବିଶ୍ୱର ସବୁଠାରୁ ବଡ଼ ମେସେଜିଂ ପ୍ଲାଟଫର୍ମର ଦାୟିତ୍ୱ

June 22, 2026

‘ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ’: ସମନ୍ୱୟ ସମିତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.