Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୋଭିଡ୍ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠି‌କୁ ଦରମା ଦାନ କଲେ ବାଣପୁର ଓ ଚିଲିକା ବ୍ଲକର ସମସ୍ତ ଶିକ୍ଷକ ଏବଂ କର୍ମଚାରୀ
ଆଞ୍ଚଳିକ

କୋଭିଡ୍ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠି‌କୁ ଦରମା ଦାନ କଲେ ବାଣପୁର ଓ ଚିଲିକା ବ୍ଲକର ସମସ୍ତ ଶିକ୍ଷକ ଏବଂ କର୍ମଚାରୀ

June 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର: କୋଭିଡ୍‌ -୧୯ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ସାହାଯ୍ୟ କରିଛନ୍ତି ବାଣପୁର ଓ ଚିଲିକା ବ୍ଲକର ସମସ୍ତ ଶିକ୍ଷକ ଓ କର୍ମଚାରୀବୃନ୍ଦ।

ଖୋର୍ଦ୍ଧା ଜିଲ୍ଲା ଶିକ୍ଷାଧିକାରୀ ବନ୍ଦନା ମହାପାତ୍ରଙ୍କ ଜରିଆରେ ବାଣପୁର ବ୍ଲକ ବିଇଓ ସନାତନ ଜାଲି ଓ ଚିଲିକା ବ୍ଲକ ବିଇଓ ଜିତେନ୍ଦ୍ର ନାୟକଙ୍କ ଉପସ୍ଥିତିରେ ଏହି ଦୁଇ ବ୍ଲକର ସମସ୍ତ ଶିକ୍ଷକ ଏବଂ କର୍ମଚାରୀମାନେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ କରିଛନ୍ତି। ବାଣପୁର ବ୍ଲକର ସମସ୍ତ ଶିକ୍ଷକ ଏବଂ କର୍ମଚାରୀମାନେ ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ମୋଟ୍‌ ୪ ଲକ୍ଷ ୫୫ ହଜାର ୯୨୮ ଟଙ୍କା ଦାନ କରିଛନ୍ତି। ସେହିପରି ଗୋଦାବରୀଶ ବିଦ୍ୟାପୀଠର ଶିକ୍ଷକମାନେ ଗୋଟିଏ ଦିନର ଦରମା ୮ ହଜାର ୫୮୦ ଟଙ୍କାର ଚେକ୍‌ ପ୍ରଦାନ କରିଥିବାବେଳେ ସରକାରୀ ବାଳିକା ବିଦ୍ୟାଳୟର ଶିକ୍ଷକମାନେ ଗୋଟିଏ ଦିନର ଦରମା ୧୬ ହଜାର ୨୨୮ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି।

 

ସେହିପରି ଚିଲିକା ବ୍ଲକର ସମସ୍ତ ଶିକ୍ଷକ ଏବଂ କର୍ମଚାରୀ ମାନେ ତାଙ୍କର ଗୋଟିଏ ଦିନର ଦରମା ୪ ଲକ୍ଷ ୪୯୧ ଟଙ୍କାର ଚେକ୍ ଦାନ କରିଛନ୍ତି। ସେହିପରି ବାଲୁଗାଁ ଉଚ୍ଚ ବିଦ୍ୟାଳୟର ସମସ୍ତ ଶିକ୍ଷକମାନେ ତାଙ୍କର ଗୋଟିଏ ଦିନର ଦରମା ୩୪,୮୮୦ ଟଙ୍କାର ଚେକ୍‌ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ କରିଛନ୍ତି।

balugaon banpur cmrelieffund
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026
Latest News

ଭାରତର ଦୀର୍ଘକାଳୀନ ଇନ୍ଧନ ରଣନୀତି: ସାମ୍ପ୍ରତିକ ସଂକଟ ମୁକାବିଲାରେ ହୋଇଛି ସହାୟକ

March 13, 2026

ଭୁବନେଶ୍ବରରେ ଆସୋଚାମ୍ ଇଣ୍ଡିଆ ମାଇନ୍ସ ଆଣ୍ଡ ମିନେରାଲ୍ସ କନକ୍ଲେଭ୍ ୨୦୨୬ ଆରମ୍ଭ

March 13, 2026

ପାକିସ୍ତାନୀ ସ୍ପିନରଙ୍କୁ ଦଳରେ ସାମିଲ କଲା ସନରାଇଜର୍ସ: କଡା ବିରୋଧ କଲେ ଅନିରୁଦ୍ଧାଚାର୍ଯ୍ୟ

March 13, 2026

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.