Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସ୍ନାନଯାତ୍ରା ପାଇଁ ଗାଇଡ୍‌ଲାଇନ୍‌ ଜାରି କଲେ ବାଣପୁର ତହସିଲ୍‌ଦାର
ଆଞ୍ଚଳିକ

ସ୍ନାନଯାତ୍ରା ପାଇଁ ଗାଇଡ୍‌ଲାଇନ୍‌ ଜାରି କଲେ ବାଣପୁର ତହସିଲ୍‌ଦାର

June 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ
ବାଣପୁର: ଆସନ୍ତା କାଲି ଅନୁଷ୍ଠିତ ହେବାକୁ ଥିବା ସ୍ନାନ ଯାତ୍ରା ପୂର୍ବରୁ ବାଣପୁର ତହସିଲଦାର ଏକ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ବାଣପୁରରେ ଅବସ୍ଥିତ ଶ୍ରୀ ଶ୍ରୀ ଚରଣ ଚକାଦେବ ଏବଂ ଶ୍ରୀ ଶ୍ରୀ ରଙ୍କନାଥ ଦେବ ମନ୍ଦିର ପରିଚାଳନା କମିଟି ଉଦ୍ଦେଶ୍ୟରେ ଏହି ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଉପ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତହସିଲଦାର ମନ୍ମଥ ବେହେରା ଏହି ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି।

ସମସ୍ତ ସେବାୟତଙ୍କ ପାଇଁ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ମନ୍ଦିର ମଧ୍ୟରେ ୨୦ ଜଣରୁ ଅଧିକ ଏକତ୍ରିତ ହୋଇପାରିବେ ନାହିଁ ଏବଂ ପ୍ରତ୍ୟେକ ସେବାୟତ ସାମାଜିକ ଦୂରତ୍ବ (୬ ଫୁଟ୍‌)ର ପାଳନ କରିବେ। ମନ୍ଦିର ପରିସରରେ କୌଣସି ସେବାୟତ ଛେପ ପକାଇପାରିବେ ନାହିଁ। ମଦ, ପାନ ଅଥବା ଗୁଟ୍‌ଖା ଖାଇବା ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ମନ୍ଦିର ପରିସରକୁ ନିୟମିତ ବ୍ୟବଧାନରେ ସାନିଟାଇଜ୍‌ କରାଯିବ। ସନ୍ଧ୍ୟା ୬ଟା ସୁଦ୍ଧା ଯାତ୍ରା ସମାପ୍ତ ହେବା ସହିତ ୭ଟା ସୁଦ୍ଧା ସମସ୍ତ ସେବାୟତ ମନ୍ଦିର ପରିସର ଛାଡିବେ। ଯଦି ଉପର ଲିଖିତ ନିୟମର ଉଲ୍ଲଂଘନ କରାଯାଏ କୌଣସି ଜରିମାନା ନୁହେଁ ବରଂ ଯାତ୍ରା ବନ୍ଦ କରାଯିବ ବୋଲି ତହସିଲଦାର ନିର୍ଦ୍ଦେଶ ଦେଇଛନ୍ତି।

banpur SNANAJATRA
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

ଅପରେସନ ସାଇବର କବଚ: ୩୬୫ ଅଭିଯୁକ୍ତ ଗିରଫ

March 12, 2026

ଆଇଜର କ୍ୟାମ୍ପସରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

March 12, 2026

Crude Oil: ହର୍ମୁଜ୍ ପ୍ରଣାଳୀ ଦେଇ ଭାରତରେ ପହଞ୍ଚିଲା ୧,୩୫,୩୩୫ ମେଟ୍ରିକ୍ ଟନ୍ ଅଶୋଧିତ ତେଲ

March 12, 2026

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.