Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରୁପ୍ରା ଠାରେ କଳାହାଣ୍ଡି ଜିଲ୍ଲା ପୋଲିସ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର
ଆଞ୍ଚଳିକ

ରୁପ୍ରା ଠାରେ କଳାହାଣ୍ଡି ଜିଲ୍ଲା ପୋଲିସ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର

June 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଆନୁକୂଲ୍ୟରେ ଆଜି ରୁପ୍ରା ପଞ୍ଚାୟତ ଅଫିସ୍ ଠାରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ‘ମୋ ସରକାର’ ଯୋଜନା ମାଧ୍ୟମରେ ହେଉଥିବା ଏହି ରକ୍ତ ଦାନ ଶିବିରରେ ଜିଲ୍ଲା ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମନୋଜ କୁମାର ମହାନ୍ତ, କେସିଙ୍ଗା ଥାନା ଅଧିକାରୀ ଅଶୋକ କୁମାର ମହାପାତ୍ର, ପଲମ ଫାଣ୍ଡି ଅଧିକାରୀ ଅସିତ୍ କୁମାର ପଣ୍ଡା, ରୁପ୍ରା ପଞ୍ଚାୟତ ସରପଞ୍ଚ, ସ୍ଥାନୀୟ ନେହେରୁ ଯୁବକେନ୍ଦ୍ରର ସ୍ଵେଚ୍ଛାସେବୀ ପ୍ରମୁଖ ଉପସ୍ଥିତ ଥିଲେ । ଏହି ଶିବିରରେ ସାମାଜିକ ଦୂରତା ବଜାୟ ରଖାଯାଇ ରକ୍ତଦାନ କରାଯାଇଥିଲା ।

ଏହି ରକ୍ତଦାନ ଶିବିରରେ 43 ୟୁନିଟ ରକ୍ତ ସଂଗ୍ରହ କରାଯାଇଛି । ଏହି ଶିବିରରେ ନେହେରୁ ଯୁବ କେନ୍ଦ୍ର ସ୍ଵେଚ୍ଛାସେବୀ ମିଲନ ଭୋଇ, ହେମସାଗର ସାହୁ, ରୁପ୍ରା ପଞ୍ଚାୟତ ସରପଞ୍ଚ ବିଶାଖା ମାଝୀ, ସମାଜସେବୀ କିଶୋର ସାହୁଙ୍କ ସମେତ ଭବାନୀପାଟଣା ରକ୍ତ ଭଣ୍ଡାର କର୍ମଚାରୀ ପ୍ରମୁଖ ପରିଚାଳନା ରେ ସହଯୋଗ କରିଥିଲେ ।

blooddonation
Share. Facebook Twitter LinkedIn Email WhatsApp Copy Link

Related Posts

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026

ହୀରାକୁଦ ଡ୍ୟାମ : ୨୨ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ

August 2, 2026
Latest News

ସୋନପୁର ପୋଲିସର ବଡ଼ ସଫଳତା: ୧୨.୫ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ

August 10, 2026

୩ ଟି ସ୍ୱର୍ଣ୍ଣ ପଦକ ସହ ହ୍ୟାଟ୍ରିକ୍ ଅର୍ଜନ କଲେ ଓଡ଼ିଶାର ସୌରଭ ପୁଟେଲ

August 10, 2026

କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ

August 10, 2026

ଆଜି ଅଗଷ୍ଟ ୧୦ ତାରିଖ ସୋମବାରରେ ଏହି ଆଠଟି ରାଶି ପାଇଁ ରହିଛି ବଡ ଖୁସି ଖବର

August 10, 2026

ହୀରାକୁଦରେ ପୁଣି ବଢ଼ିଲା ବନ୍ୟାଜଳ, ଖୋଲିଲା ଆଉ ୪ଟି ଗେଟ୍‌

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.