Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବସୁନ୍ଧରା ଯୋଜନାରେ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ କଲେ ବିଧାୟିକା
ଆଞ୍ଚଳିକ

ବସୁନ୍ଧରା ଯୋଜନାରେ ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ କଲେ ବିଧାୟିକା

June 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ
ବେଗୁନିଆପଡା : ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ସୁମଣ୍ଡଳ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ବସୁନ୍ଧରା ଯୋଜନାରେ ହିତାଧିକାରୀ ମାନଙ୍କୁ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଯୋଗଦେଇ ସାମାଜିକ ଦୂରତ୍ୱ ଅବଲମ୍ବନ କରି ହିତାଧିକାରୀ ମାନଙ୍କୁ ଜମି ପଟ୍ଟା ପ୍ରଦାନ କରିବା ସହ ଯୋଜନା ସଂପର୍କରେ ଅବଗତ କରିଛନ୍ତି । ସୁମଣ୍ଡଳ ରାଜସ୍ବ ନିରୀକ୍ଷକଙ୍କ ଅନ୍ତର୍ଗତ ବଡ ଖଇରଖମା ପଞ୍ଚାୟତର ୧୫ ଜଣ ଭୂମିହୀନ ହିତାଧିକାରୀ ବସୁନ୍ଧରା ଯୋଜନାରେ ପଟ୍ଟା ପାଇବାପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି ।

ସେଥିମଧ୍ୟରୁ ୧୧ ଜଣଙ୍କୁ ପଟ୍ଟା ବଣ୍ଟନ କରାଯାଇଥିଲା ବେଳେ ୪ ଜଣ ହିତାଧିକାରୀ ଅନୁପସ୍ଥିତ ଥିବାରୁ ସେମାନଙ୍କୁ ପଟ୍ଟା ଦିଆଯାଇପାରି ନାହିଁ । ପରବର୍ତ୍ତୀ ସମୟରେ ସେମାନଙ୍କୁ ପଟ୍ଟା ପ୍ରଦାନ କରାଯିବ ବୋଲି ତହସିଲଦାର ପ୍ରଭାତ କୁମାର ପରିଡା କହିଛନ୍ତି । କାର୍ଯ୍ୟକ୍ରମରେ ବିଧାୟିକା ଲତିକା ପ୍ରଧାନଙ୍କ ସମେତ କୋଦଳା ତହସିଲଦାର ପ୍ରଭାତ କୁମାର ପରିଡା, ଅତିରିକ୍ତ ତହସିଲଦାର ଅଶୋକ କୁମାର ତ୍ରିପାଠୀ, ସରପଞ୍ଚ ପ୍ରତିନିଧି ସନ୍ତୋଷ କୁମାର ସାହୁ, ରାଜସ୍ବ ନିରୀକ୍ଷକ ହୃଷିକେଶ ପଲାଇ, ମହେନ୍ଦ୍ର କୁମାର ଗୌଡ଼ଙ୍କ ସମେତ କର୍ମଚାରୀ ଓ ହିତାଧିକାରୀ ଉପସ୍ଥିତ ଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026

ବାଲୁଗାଁ ମହାବିଦ୍ୟାଳୟର ବାର୍ଷିକ ସାୟନାରା କାର୍ଯ୍ୟକ୍ରମରେ ଅଧ୍ୟାପିକାଙ୍କୁ ସମ୍ବର୍ଦ୍ଧନା

May 5, 2026
Latest News

ଅଂଶୁଘାତ ମୃତ୍ୟୁ ସଂଖ୍ୟା ୩ ଛୁଇଁଲା

May 23, 2026

ବଦଳିଲା ଓଟିଇଟି ତାରିଖ

May 22, 2026

୬ ମାସ ପାଇଁ ଶକ୍ତି କ୍ଷେତ୍ରରେ ଏସମା ଲାଗୁ

May 22, 2026

ନଗରପାଳଙ୍କ ଘର ଉପରକୁ ବୋମାମାଡ, ପୋଲିସ ତଦନ୍ତ ଜାରି

May 22, 2026

ପୁରୁଣାଗଡ଼ରୁ ମିଳିଲା ଓଡ଼ିଶାର ହଜିଲା ସଭ୍ୟତାର ସନ୍ଧାନ

May 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.