Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସଫେଇ କର୍ମଚାରୀଙ୍କୁ ବିଜେପିର ସମ୍ବର୍ଦ୍ଧନା
ଆଞ୍ଚଳିକ

ସଫେଇ କର୍ମଚାରୀଙ୍କୁ ବିଜେପିର ସମ୍ବର୍ଦ୍ଧନା

June 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଭାରତୀୟ ଜନତା ପାର୍ଟି ବିଜେପି ମଣ୍ଡଳ ତରଫରୁ ସଫେଇ କର୍ମଚାରୀମାନଙ୍କୁ ସମ୍ମାନିତ କରାଯାଇଛି । ଗେଟ୍‌ବଜାର ନିକଟସ୍ଥ କେନାଳ ସାହି ହନୁମାନ ମନ୍ଦିର ନିକଟରେ ମଣ୍ଡଳ ସଭାପତି ଏସ୍‌. ଶ୍ରୀନିବାସ ରାଓ ଓ ମହିଳା ମୋର୍ଚ୍ଚା ଜିଲ୍ଲା ସାଧାରଣ ସଂପାଦିକା ଏସ୍‌. ରାଣୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନେତା କାହ୍ନୁଚରଣ ପତି ଯୋଗଦେଇ କରୋନା ମହାମାରୀ ସମୟରେ ନିଜ କର୍ତ୍ତବ୍ୟରେ ଅଟଳ ରହି ସେବା ପ୍ରଦାନ କରୁଥିବା ସଫେଇ କର୍ମଚାରୀଙ୍କୁ ସାଧୁବାଦ ଜଣାଇବା ସହ ସମ୍ମାନିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପ୍ରଭାତ କିରଣ ଷଡ଼ଙ୍ଗୀ, ସୁନିଲ କମାର ସାହୁ, ମଦନ ମୋହନ ପାତ୍ରଙ୍କ ସମେତ ବି. ପ୍ରବୀଣ କୁମାର, ଧନୁ ପାଣିଗ୍ରାହ. ଶରତ ମହାରଣା, ଆଚାରୀ ବାସୁ, ସୂର୍ଯ୍ୟନାହାକ, ସଂଜୀବ ବେହେରା, ଭେଙ୍କଟ ରାଓ, ଶ୍ରୀମତୀ କୁନି ଦାସ, ଲିପି ବେହେରା ପ୍ରମୁଖ ଯୋଗ ଦେଇଥିଲେ । ସାମାଜିକ ଦୂରତା ବଜାୟ ରଖି ଏହି କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା ।

BJP ସଫେଇ କର୍ମଚାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ବାଙ୍କିପୁର ଉପ-ନିର୍ବାଚନ: ନୂଆ ପ୍ରାର୍ଥୀଙ୍କୁ ନେଇ ପୁଣି ଏକ ବଡ ଭୁଲ କଲା କି ବିଜେପି?

July 11, 2026

ବାଙ୍କିପୁର ଉପନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର କଲେ ବିଜେପି ପ୍ରାର୍ଥୀ ଅଭିଷେକ କୁମାର

July 10, 2026

ଦିଲ୍ଲୀରେ ବଡ଼ ରାଜନୈତିକ ହଲଚଲ: ବିଜେପିରେ ଯୋଗଦେବେ ଏହି ଦଳର ୧୬ କାଉନସିଲର 

July 10, 2026
Latest News

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.