Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଯାତ୍ରୀବାହୀ ବସ୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା
ଆଞ୍ଚଳିକ

ଯାତ୍ରୀବାହୀ ବସ୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା

June 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର : ସଦରଥାନା ଅନ୍ତର୍ଗତ ମହୁରୀ କାଳୁଆ ନିକଟରେ ଏକ ଯାତ୍ରୀବାହୀ ବସ୍ ସହ ଇଟା ବୋଝେଇ ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହେବା ଫଳରେ ବହୁ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି । ଘଟଣାରୁ ପ୍ରକାଶ ଯେ ଇନ୍ଦ୍ରାବତିରୁ ଯାତ୍ରୀ ନେଇ ବ୍ରହ୍ମପୁର ଅଭିମୁଖେ ଆସୁଥିବା ମା’ ଆଦିଶକ୍ତି ନାମକ ଏକ ଘରୋଇ ବସ୍ ଏବଂ ବ୍ରହ୍ମପୁର ପଟୁ ଯାଉଥିବା ଏକ ଇଟା ବୋଝେଇ ଟ୍ରାକ୍ଟରଟିର ବାଘଝରି ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଟ୍ରକଟିର ସମ୍ମୁଖ ଭାଗ କ୍ଷତିଗ୍ରସ୍ତ ହୋଇଛି । ଖବରପାଇ ସଦରଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଏମ୍‌କେସିଜିରେ ଭର୍ତ୍ତି କରିଥିବା ଜଣାପଡ଼ିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026
Latest News

ମିଥୁନ ଚକ୍ରବର୍ତ୍ତୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ: ମିଳିଲା କ୍ୟାବିନେଟ ମନ୍ତ୍ରୀର ମାନ୍ୟତା

October 7, 2026

ସରକାରର ମୁଖ୍ୟ ଭାବରେ ୨୫ ବର୍ଷ ପୂରଣ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରମୁଖ ବିଶ୍ୱ ନେତା

October 7, 2026

ସିଆଲଦାହ ଏବଂ ଖୋର୍ଦ୍ଧା ରୋଡ୍ ମଧ୍ୟରେ ପୂଜା ସ୍ପେଶାଲ୍ ଟ୍ରେନ

October 7, 2026

ପୋଖରୀରେ ବୁଡ଼ି ଦୁଇ ନାବାଳିକାଙ୍କ ମୃତ୍ୟୁ

October 7, 2026

ଇଗ୍ନୋ ପକ୍ଷରୁ CII ଏବଂ ‘ଟାଟା ଷ୍ଟିଲ୍ ଫାଉଣ୍ଡେସନ୍’ ସହଯୋଗରେ କ୍ୟାମ୍ପସ୍ ପ୍ଲେସମେଣ୍ଟ କାର୍ଯ୍ୟକ୍ରମ

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.