Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୋଦଳାରେ ବିଭିନ୍ନ କାର୍ଯ୍ୟକ୍ରମର ସ୍ଥିତି ଅନୁଧ୍ୟାନ କଲେ ଗଞ୍ଜାମ ଜିଲ୍ଲାପାଳ
ଆଞ୍ଚଳିକ

କୋଦଳାରେ ବିଭିନ୍ନ କାର୍ଯ୍ୟକ୍ରମର ସ୍ଥିତି ଅନୁଧ୍ୟାନ କଲେ ଗଞ୍ଜାମ ଜିଲ୍ଲାପାଳ

June 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ
ବେଗୁନିଆପଡା : ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୂଲାଙ୍ଗେ ଆଜି କୋଦଳାର ବସଷ୍ଟାଣ୍ଡ ଚାରିଛକ ଠାରେ ପହଞ୍ଚି ସେଠାରେ ବିଭିନ୍ନ ଦୋକାନ ବଜାର ସଫେଇ, ମାସ୍କ ପିନ୍ଧିବା , ସାମାଜିକ ଦୂରତାର ତଦାରଖ କରିଛନ୍ତି । ଏନଏସି ତରଫରୁ କରୋନା ସଂକ୍ରମଣ ସମ୍ପର୍କ ମାଇକ ପ୍ରଚାର ଗାଡି ବୁଲୁଥିବା ଦେଖି ସନ୍ତୋଷ ବ୍ୟକ୍ତ କରିଥିଲେ । ଏହା ପରେ ବର୍ଯ୍ୟବସ୍ତୁ ପରିଚାଳନା କେନ୍ଦ୍ର, ବର୍ଯ୍ୟବସ୍ତୁ ପୁନରୁଦ୍ଧାର ସୁବିଧା ଗୃହ ପରିଦର୍ଶନ କରିଥିଲେ । ଏନଏସି ପ୍ରଶାସନକୁ ସାବାସୀ ଦେବାସହ ନିର୍ବାହି ଅଧିକାରୀ ସୁଜିତ କୁମାର ଚୌଧୁରୀଙ୍କ ସହିତ ଆଲୋଚନା କରିଛନ୍ତି । ଏହାପରେ କବିସୂର୍ଯ୍ୟନଗର ଅଭିମୁଖେ ଯାଇଥିଲେ ଜିଲ୍ଲାପାଳ । ଏହି ଗସ୍ତ ସମୟରେ ଏନଏସି କର୍ମକର୍ତ୍ତା କନିଷ୍ଠ ଯନ୍ତ୍ରୀ ଜତିନ୍ଦ୍ର ମୋହନ ବେହେରା, ସାନିଟେସନ ଏକ୍ସପୋର୍ଟର ଚନ୍ଦ୍ର ମାରାଣ୍ଡି, ସ୍ୱପ୍ନ କୁମାର ସାହୁ, ଦ୍ଵାରୀକା ନାଥ ପାଢ଼ୀ, ଧୀରଜ କୁମାର ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Ganjam
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Latest News

ସିଜେପି ର ପ୍ରତିବାଦକୁ ଦୁର୍ବଳ କରିବା ଲକ୍ଷ୍ୟ: କଂଗ୍ରେସ-ବିଜେପି ଉପରେ ଗୁରୁତର ଅଭିଯୋଗ ଆଣିଲା ଆପ 

July 21, 2026

ନବ ନିର୍ବାଚିତ ସାଂସଦ ଦିଲ୍ଲୀପ ରାୟ ରାଜ୍ୟସଭାରେ ପଚାରିଲେ ପ୍ରଶ୍ନ, ଉତ୍ତର ରଖିଲେ ଅର୍ଥମନ୍ତ୍ରୀ, କହିଲେ..

July 21, 2026

ରାହୁଲ ଏବଂ ପ୍ରିୟଙ୍କା ଅଟକ: ପ୍ରଧାନମନ୍ତ୍ରୀଙ୍କ ବାସଭବନରୁ ଅଖିଳେଶ ଯାଦବଙ୍କୁ ହଟାଇଲା ପୋଲିସ

July 21, 2026

ଆମ ଆଦମୀ ପାର୍ଟିର ଆଶାକୁ ଝଟକା!: ରାହୁଲ ଗାନ୍ଧୀଙ୍କ ପ୍ରତିବାଦ ସ୍ଥଳରେ ପହଞ୍ଚିଲେ ଅଖିଳେଶ ଯାଦବ

July 21, 2026

“ଲଢ଼େଇ ଏକପାଖିଆ ହେବ ନାହିଁ”: ଭାରତକୁ ଚେତାବନୀ ଦେଲେ  ଜିମ୍ବାୱେ ଅଧିନାୟକ

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.