Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଭେଟେଶ୍ୱର ଗ୍ରାମପଞ୍ଚାୟତ ସଂଗରୋଧ କେନ୍ଦ୍ରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
ଆଞ୍ଚଳିକ

ବାଣପୁର ଭେଟେଶ୍ୱର ଗ୍ରାମପଞ୍ଚାୟତ ସଂଗରୋଧ କେନ୍ଦ୍ରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ହେଉଛି ଆନ୍ତର୍ଜାତୀୟ ଯୋଗଦିବସ। ଯୋଗ ଦିବସରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ଅନ୍ତର୍ଗତ ଭେଟେଶ୍ୱର ପଞ୍ଚାୟତର ଭାପୁର ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀରେ ଥିବା ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିରରେ ଅନ୍ତର୍ଜାତୀୟ ଯୋଗ ଦିବସ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ରହୁଥିବା ୪୧ ଜଣ ପ୍ରବାସୀ ଶ୍ରମିକମାନେ ସକାଳୁ ଯୋଗ ଶିକ୍ଷା ଲାଭ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ଭେଟେଶ୍ୱର ଗ୍ରାମପଞ୍ଚାୟତ ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳ ଉଦଘାଟନ କରିଥିବା ବେଳେ ଯୋଗଗୁରୁ ପ୍ରସନ୍ନ ମିଶ୍ର ସଂଚାଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିର ପ୍ରବନ୍ଧକ ରମେଶ ଭୋଳ ଉପସ୍ଥିତ ଥିଲେ। ସରପଞ୍ଚଙ୍କ ଉକ୍ତ ପ୍ରୟାସକୁ ପ୍ରବାସୀ ମାନେ ପ୍ରଶଂସା କରିଥିଲେ।

ସଙ୍ଗରୋଧ କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ଜନଶୁଣାଣି ଶିବିର

October 6, 2025

ଚିଲିକା ବନ୍ୟପ୍ରାଣୀ ଡିଭିଜନ୍ ପକ୍ଷରୁ ୭୧ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ

October 5, 2025

ଆରଏସଏସ ବାଣପୁର ପକ୍ଷରୁ ଶତାବ୍ଦୀ ଉଦ୍ଘାଟନ ଉତ୍ସବ ଓ ପଥ ସଞ୍ଚଳନ

October 5, 2025

ବାଲୁଗାଁ କଲେଜ ଦ୍ବାରା ଆୟୋଜିତ ପୂଜା ସ୍ୱତନ୍ତ୍ର ଶିବିର ଉଦଯାପିତ

October 5, 2025
Latest News

ଆମେରିକୀୟ ପ୍ରତିନିଧି ଦଳ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

October 7, 2025

ସମ୍ମକ୍କା ସାରକ୍କା କେନ୍ଦ୍ରୀୟ ଆଦିବାସୀ ବିଶ୍ୱବିଦ୍ୟାଳୟ ଲୋଗୋ ଉନ୍ମୋଚିତ

October 7, 2025

ନୂଆପଡା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ ସେ କିଏ ?

October 7, 2025

ମୈଥିଳୀ ଠାକୁରଙ୍କ ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା ପରେ ଲାଲୁ ଯାଦବଙ୍କୁ ଆକ୍ରମଣ କଲେ ବାପା

October 7, 2025

୨୦୨୭ ବିଶ୍ୱକପରେ କୋହଲି ଏବଂ ରୋହିତ ଖେଳିବେ ନାହିଁ କି?: ଡିଭିଲିୟର୍ସଙ୍କ ବୟାନରେ ସମସ୍ତେ ଆଶ୍ଚର୍ଯ୍ୟ

October 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.