Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବେଗୁନିଆପଡା ବ୍ଲକ ଗସ୍ତ କଲେ ଜିଲ୍ଲାପାଳ
ଆଞ୍ଚଳିକ

ବେଗୁନିଆପଡା ବ୍ଲକ ଗସ୍ତ କଲେ ଜିଲ୍ଲାପାଳ

June 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଶୋୟୀ

ବେଗୁନିଆପଡା: ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଓ ଉପ ଜିଲ୍ଲାପାଳ ପ୍ରିୟ ରଂଜନ ପୃଷ୍ଟି ଶନିବାର ଦିନ ବେଗୁନିଆପଡା ବ୍ଲକ ଗସ୍ତ କରିଛନ୍ତି। ସାମ୍ପ୍ରତିକ ପରିସ୍ଥିତିରେ କରୋନା ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ସମୀକ୍ଷା କରିଥିଲେ। ପଜିଟିଭି ଥିବା ଅଞ୍ଚଳକୁ ସତର୍କ ରହିବା ସହ ଉକ୍ତ ଅଞ୍ଚଳ ପ୍ରତି ତୀକ୍ଷ୍ଣ ନଜର ରଖିବା ପାଇଁ କହିଥିଲେ। ଏଥି ସହିତ ଦୋକାନ ବଜାରରେ ଯେପରି ଜନ ଗହଳି ନ ହୁଏ ଏବଂ ସାମାଜିକ ଦୂରତ୍ୱ, ମାସ୍କ ବ୍ୟବହାର କରିବା ଆଦି ପ୍ରତି କଡା ନଜର ରଖିବା ପାଇଁ କହିଥିଲେ। ଏହି ସମୟରେ ବିଡ଼ିଓ ବେଦବର ପ୍ରଧାନ, କୋଦଳା ଥାନା ଅଧିକାରୀ ଦେବାଶିଷ ମହାନ୍ତି, ସି ଡି ପି ଓ ସଂଧ୍ୟାରଣୀ ପାଣିଗ୍ରାହୀ, ବେଗୁନିଆପଡା ଫାଣ୍ଡି ଅଧିକାରୀ ଦୀପ୍ତି ରଂଜନ ବେହେରାଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।

ଗଂଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ବେଗୁନିଆପଡା ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ

January 31, 2026

ବାଣପୁର ସାହାସପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୯୯ ତମ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବ

January 30, 2026
Latest News

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026

ଆଜି ଖୋଲିବ କି ସେୟାର ବଜାର?: ବଜେଟ୍ ଉପସ୍ଥାପନ ପୂର୍ବରୁ ଅଖିଳେଶ ଯାଦବଙ୍କ ତାଚ୍ଛଲ୍ୟ

February 1, 2026

ବଜେଟ୍ ପୂର୍ବରୁ ବଡ଼ ଝଟକା: ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ

February 1, 2026

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.