Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିତ୍ରଶିଳ୍ପୀ ସୁଧୀର ସ୍ୱାଇଁ ଳଳିତ କଳା ଏକାଡେମୀର ଚିତ୍ରକଳା ପ୍ରତିଯୋଗୀତା ପୁରସ୍କାର ପାଇଁ ମନୋନୀତ
ଆଞ୍ଚଳିକ

ଚିତ୍ରଶିଳ୍ପୀ ସୁଧୀର ସ୍ୱାଇଁ ଳଳିତ କଳା ଏକାଡେମୀର ଚିତ୍ରକଳା ପ୍ରତିଯୋଗୀତା ପୁରସ୍କାର ପାଇଁ ମନୋନୀତ

July 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଭୂବନେଶ୍ୱର ଲଳିତ କଳା ଏକାଡେମୀ ତରଫରୁ କୋଭିଡ୍ -୧୯ କୁ ନେଇ ଏକ ଚିତ୍ର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ ପୁରସ୍କାର ପାଇବା ପାଇଁ ରେଢାଖୋଲ ମାଟିର ଯୁବ ଚିତ୍ରଶିଳ୍ପୀ ସୁଧୀର ସ୍ୱାଇଁ ମନୋନୀତ ହୋଇଛନ୍ତି। ବର୍ତ୍ତମାନ ସାରା ବିଶ୍ୱରେ ମହାମାରୀ କରୋନା ନରସଂହାର ଚଳାଇଛି। ଏହାକୁ ନେଇ ଲଳିତ କଳା ଏକାଡେମୀ ଅନ୍‌ଲାଇନ୍ ଚିତ୍ରକଳା ପ୍ରତିଯୋଗିତା ଆୟୋଜନ କରିଥିଲା। ଏଥିରେ ସୁଧୀରଙ୍କ କରୋନା ସଚେତନତା ସଂପର୍କିତ ଏକ ପେଂଟିଙ୍ଗ ଲଳିତ କଳା ଏକାଡେମୀ ତରଫରୁ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଥିବା ଜଣା ପଡିଛି। ସୁଧୀର ଜଣେ ଚିତ୍ରଶିଳ୍ପୀ ଭାବରେ ସାରା ଓଡିଶାରେ ବେଶ୍ ପରିଚିତ। ବିଭିନ୍ନ ସ୍ଥାନରେ ତାଙ୍କ ଚିତ୍ରକଳା ପ୍ରଦର୍ଶିତ ହୋଇ ଉଚ୍ଚ ପ୍ରଶଂସିତ ହୋଇଛି। ଖଲ୍ଲୀକୋଟ ସ୍ଥିତ ଚାରୁ ଓ କାରୁ କଳା ମହାବିଦ୍ୟାଳରେ ସେ ଚିତ୍ରକଳାରେ ପାଠପଢିଛନ୍ତି। ସେ ବର୍ତ୍ତମାନ କେନ୍ଦୁଝର ଜିଲ୍ଲା ଯୋଡାରେ ଥିବା ଟାଟା ଡିଏଭି ପବ୍ଲିକ୍ ବିଦ୍ୟାଳୟରେ କଳା ଶିକ୍ଷକ ଭାବରେ କାର୍ଯ୍ୟରତ ଅଛନ୍ତି।

ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026
Latest News

ମିରଟରେ ନୀଳ ଡ୍ରମ୍ ହତ୍ୟାକାଣ୍ଡ ଘଟଣା: ସ୍ତ୍ରୀ ମୁସ୍କାନ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

October 14, 2026

ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ

October 14, 2026

ଓଡ଼ିଶାରେ ସୃଷ୍ଟି ହେବ ବ୍ୟାପକ ନିଯୁକ୍ତିର ନୂଆ ଦିଗନ୍ତ: ମୁଖ୍ୟମନ୍ତ୍ରୀ

October 14, 2026

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.