Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ମିଳିତ ସାମ୍ବାଦିକ ସଙ୍ଘ ମହାମଞ୍ଚରେ ସାମ୍ବାଦିକମାନଙ୍କ ସମସ୍ୟାକୁ ନେଇ ଆଲୋଚନା
ଆଞ୍ଚଳିକ

ମିଳିତ ସାମ୍ବାଦିକ ସଙ୍ଘ ମହାମଞ୍ଚରେ ସାମ୍ବାଦିକମାନଙ୍କ ସମସ୍ୟାକୁ ନେଇ ଆଲୋଚନା

July 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି :

ଜଗତସିଂହପୁର : ଶୁକ୍ରବାର ଭୁବନେଶ୍ବର ଠାରେ ରାଜ୍ୟର ଦଶଗୋଟି ପ୍ରମୁଖ ସାମ୍ବାଦିକ ସଙ୍ଗଠନକୁ ନେଇ ଏକ ମିଳିତ ସାମ୍ବାଦିକ ସଙ୍ଘ ମହାମଞ୍ଚ ରେ ସମ୍ମିଳିତ ହୋଇ ସାମ୍ବାଦିକମାନଙ୍କ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା ହୋଇଯାଇଛି । ଏଥିରେ ରାଜ୍ୟର ଦଶଟି ରାଜ୍ୟସ୍ତର ସଙ୍ଗଠନର ୧୯ ଜଣ ସକ୍ରିୟ କର୍ମକର୍ତ୍ତା ଯୋଗଦାନ କରିଥିଲେ । ଓ.ଜେ.ୟୁ. ତରଫରୁ ରାଜ୍ୟ ସଙ୍ଗଠନ ସମ୍ପାଦକ ସଞ୍ଜିବ କୁମାର ନାୟକ ଯୋଗଦାନ କରିଥିଲେ।

ଉକ୍ତ ବୈଠକରେ ଓ.ଜେ.ୟୁ ର ରାଜ୍ୟ ସାଧାରଣ ସମ୍ପାଦକ ଶଶୀଭୁଷଣ ପ୍ରହରାଜଙ୍କ ଦ୍ବାରା ପ୍ରେରିତ ସାତ ଦଫା ସମ୍ମିଳିତ ଦାବି ପତ୍ର ଉପସ୍ଥାପନ କରାଯାଇଥିଲା। କେବଳ ଓ.ଜେ.ୟୁ ଦ୍ବାରା ଉକ୍ତ ବୈଠକରେ ଦାବିପତ୍ର ସଦସ୍ୟ ମାନଙ୍କ ସମ୍ମୁଖରେ ଉପସ୍ଥାପିତ ହୋଇଥିବା ବେଳେ ଅନ୍ୟ ସନସ୍ୟଙ୍କ ଦ୍ବାରା ମୌଖିକ ଦାବି ଉପସ୍ଥାପିତ ହୋଇଥିଲା। ବିଭିନ୍ନ ପ୍ରସ୍ତାବମାନ ଆଲୋଚନା ହୋଇ ଆଗାମୀ ଦିନରେ ମହାମଞ୍ଚରେ ସମ୍ମିଳିତ ସଙ୍ଗଠନ ମାନଙ୍କର ଜଣେ ଲେଖାଏଁ ସଦସ୍ୟଙ୍କୁ ନେଇ ଏକ ଗୋଷ୍ଠୀ ମାନ୍ୟବର ମୁଖ୍ୟ ମନ୍ତ୍ରୀଙ୍କୁ ସାଖ୍ୟାତ ପୁର୍ବକ ଦାବିପତ୍ର ପ୍ରଦାନ କରିବା ପାଇଁ ଚୁଡାନ୍ତ ନିସ୍ପତି ନିଆଯାଇଥିଲା। ଏନେଇ ଓ.ଜେ.ୟୁ ତରଫରୁ ମହାମଞ୍ଚ ସଦସ୍ୟମାନଙ୍କୁ ଧନ୍ୟବାଦ ଗ୍ୟାପନ କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026
Latest News

ସେବା ଏବଂ ସମର୍ପଣର ୨୫ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଅମିତ ଶାହଙ୍କ ଅଭିନନ୍ଦନ

October 7, 2026

୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ଗଠନର ଲକ୍ଷ୍ୟ: ସମ୍ବୋଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 7, 2026

ଅନିଲ ଅମ୍ବାନୀଙ୍କୁ ସରକାରୀ ଝଟକା: ପ୍ରତ୍ୟାହାର ହେଲା ରିଲାଏନ୍ସ କମ୍ୟୁନିକେସନ୍ସର ସ୍ପେକ୍ଟ୍ରମ୍

October 7, 2026

ମିଥୁନ ଚକ୍ରବର୍ତ୍ତୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ: ମିଳିଲା କ୍ୟାବିନେଟ ମନ୍ତ୍ରୀର ମାନ୍ୟତା

October 7, 2026

ସରକାରର ମୁଖ୍ୟ ଭାବରେ ୨୫ ବର୍ଷ ପୂରଣ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରମୁଖ ବିଶ୍ୱ ନେତା

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.