Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସିବିଏସିଇ ଦଶମ ପରୀକ୍ଷା ଫଳ: ରାଜପୁର (ରାଗପୁର) ଆଦର୍ଶ ବିଦ୍ୟାଳୟର ୧୦୦% ଫଳାଫଳ, ସଂନ୍ଧ୍ୟା ପ୍ରିୟଦର୍ଶିନୀ ପଟ୍ଟନାୟକ ଟପର୍
ଆଞ୍ଚଳିକ

ସିବିଏସିଇ ଦଶମ ପରୀକ୍ଷା ଫଳ: ରାଜପୁର (ରାଗପୁର) ଆଦର୍ଶ ବିଦ୍ୟାଳୟର ୧୦୦% ଫଳାଫଳ, ସଂନ୍ଧ୍ୟା ପ୍ରିୟଦର୍ଶିନୀ ପଟ୍ଟନାୟକ ଟପର୍

July 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ

ବେଗୁନିଆପଡା: ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ତେବେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ୍ ଅନ୍ତର୍ଗତ ରାଜପୁର (ରାଗପୁର) ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ଶତ ପ୍ରତିଶତ ସଫଳତା ହାସଲ କରିଛି। ବିଦ୍ୟାଳୟର ମୋଟ ୫୪ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୫୦ ଜଣ ୬୦ ପ୍ରତିଶତରୁ ଅଧିକ ମାର୍କ ଏବଂ ୮ ଜଣ ପରୀକ୍ଷାର୍ଥୀ ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି। ସେହିପରି ୪ ଜଣ ୫୩ ପ୍ରତିଶତରୁ ୬୦ ପ୍ରତିଶତ ମଧ୍ୟରେ ମାର୍କ ରଖିଛନ୍ତି।

ସଂନ୍ଧ୍ୟା ପ୍ରିୟଦର୍ଶିନୀ ପଟ୍ଟନାୟକ ୯୭.୦୨ ପ୍ରତିଶତ ମାର୍କ ରଖି ବିଦ୍ୟାଳୟର ଟପର୍ ହୋଇଥିବା ବେଳେ ଦ୍ଵିତୀୟ ସ୍ଥାନରେ ଦୀପିକା ସାମନ୍ତରାୟ ୯୪. ୦୮ପ୍ରତିଶତ ମାର୍କ ରଖିଛନ୍ତି। ରାଧାକାନ୍ତ ବେହେରା ୯୪ ପ୍ରତିଶତ ମାର୍କ ରଖି ତୃତୀୟ ସ୍ଥାନରେ ଅଛନ୍ତି। ଚଳିତ ବର୍ଷ ବିଦ୍ୟାଳୟର ଶତ ପ୍ରତିଶତ ଫଳାଫଳ ହୋଇଥିବା ଯୋଗୁଁ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷା ଏ. ମିରାରାଣୀ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ସହ ଅଭିନନ୍ଦନ ଜଣାଇଛନ୍ତି।

ଆଦର୍ଶ ବିଦ୍ୟାଳୟ ବେଗୁନିଆପଡ଼ା ବ୍ଲକ୍ ସିବିଏସ୍ଇ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026

ଆଜି ୧୬ ତାରିଖ ସୋମବାରରେ ସାତୋଟି ରାଶିର ବ୍ୟକ୍ତିମାନେ ସ୍ବାସ୍ଥ୍ୟ ପ୍ରତି ରୁହନ୍ତୁ ସାବଧାନ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.