Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜିଲ୍ଲାପାଳ କ୍ଷମତା ଦେଖାଇଲେ ସରପଞ୍ଚ : ସାନ ନଈରୀ ଗ୍ରାମ ପଞ୍ଚାୟତକୁ କଲେ ସଟ୍‌ଡାଉନ୍‌
ଆଞ୍ଚଳିକ

ଜିଲ୍ଲାପାଳ କ୍ଷମତା ଦେଖାଇଲେ ସରପଞ୍ଚ : ସାନ ନଈରୀ ଗ୍ରାମ ପଞ୍ଚାୟତକୁ କଲେ ସଟ୍‌ଡାଉନ୍‌

July 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର : ସାନ ନଈରୀ ଗ୍ରାମରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସେହି ଗ୍ରାମର ସରପଞ୍ଚ ଶ୍ରାବଣୀ ଘଡେଇ ଜିଲ୍ଲାପାଳ କ୍ଷମତା ପ୍ରୟୋଗ କରି ଗ୍ରାମ ପଞ୍ଚାୟତକୁ ସଟ୍‌ଡାଉନ୍‌ ଘୋଷଣାକରିଛନ୍ତି । ଏହି କ୍ରମରେ ଏହି ପଞ୍ଚାୟତଟି ଆଜି 2 ଘଟିକାଠାରୁ ଆସନ୍ତା 19 ତାରିଖ ରାତ୍ରି 9 ଘଟିକା ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ରହିବ । ଏହି ସମୟରେ ସମ୍ପୃକ୍ତ ଗ୍ରାମ ପଞ୍ଚାୟତକୁ ଅବରୁଦ୍ଧ କ୍ଷେତ୍ର ରୂପେ ଘୋଷଣା କରାଯାଇଛି ।

ଏହି ସମୟରେ କୌଣସି ବ୍ୟକ୍ତି ଗ୍ରାମ ପଞ୍ଚାୟତରୁ ବାହାରକୁ ଯାଇପାରିବ ନାହିଁ କିମ୍ବା ବାହାରର କୌଣସି ବ୍ୟକ୍ତି ଗ୍ରାମ ପଞ୍ଚାୟତକୁ ପ୍ରବେଶ କରିପାରିବେ ନାହିଁ । ଏହ ସହ ଏହି ଅଞ୍ଚଳରେ ଥିବା ସମସ୍ତ ଦୋକାନ ବଜାର ବନ୍ଦ ରହିବ । ଯଦି ଏହି ସମୟରେ କେହି ଏହି ନିୟମର ଉଲ୍ଲଂଘନ କରନ୍ତି ତେବେ ତାଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ରହିଛି ।

ସଟ୍‌ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ସେପ୍ଟେମ୍ବର ୧୦ ରାଶିଫଳ: କ’ଣ ରହିବ ଆପଣଙ୍କ ଭାଗ୍ୟଫଳ?

September 10, 2026

ସୁନା ମୁଦି ଯୋଜନାକୁ ନେଇ ବଡ଼ ଅପଡେଟ୍, ଘୁଞ୍ଚିଲା ଲଞ୍ଚ ଡେଟ୍

September 9, 2026

ଅଶୋଧିତ ତୈଳ ମୂଲ୍ୟ ବ୍ୟାରେଲ ପିଛା ୧୦୦ ଡଲାର ଟପିଲା: ବଢ଼ିବ ପେଟ୍ରୋଲ, ଡିଜେଲ ଓ ଗ୍ୟାସ୍ ଦର !

September 9, 2026

ଦନ୍ତାହାତୀ ଆକ୍ରମଣରେ ଚାଷୀ ମୃତ

September 9, 2026

ସେୟାର ବଜାରରେ କମ୍ପନ: ୮୧୩ ପଏଣ୍ଟ ଖସିଲା ସେନ୍‌ସେକ୍ସ

September 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.