Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଏକତା ସ୍ପୋଟିଙ୍ଗ୍ କ୍ଲବ ପକ୍ଷରୁ ବିଦ୍ୟାଳୟ ଓ ମନ୍ଦିର ପାର୍ଶ୍ଵରେ ବୃକ୍ଷରୋପଣ
ଆଞ୍ଚଳିକ

ଏକତା ସ୍ପୋଟିଙ୍ଗ୍ କ୍ଲବ ପକ୍ଷରୁ ବିଦ୍ୟାଳୟ ଓ ମନ୍ଦିର ପାର୍ଶ୍ଵରେ ବୃକ୍ଷରୋପଣ

July 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି

ଜଗତସିଂହପୁର: ବର୍ତ୍ତମାନ ବିଶ୍ୱ ତାପମାତ୍ରା ବୃଦ୍ଧିକୁ ଆଖି ଆଗରେ ରଖି, “ଗ୍ରୀନ ଭିଲେଜ କ୍ଳିନ ଭିଲେଜ” ବିଷୟବସ୍ତୁକୁ ଆଧାର କରି ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ ଉପଲକ୍ଷେ ନାଉଗାଁ ବ୍ଲକର ତିରୁଣା ପଞ୍ଚାୟତରେ ଏକତା ସ୍ପୋଟିଙ୍ଗ କ୍ଲବ୍ ତିରୁଣା ତରଫରୁ ଏକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଗ୍ରାମର ଦୁଇଟି ସରକାରୀ ବିଦ୍ୟାଳୟର ଖେଳ ପଡିଆ ଏବଂ ସ୍ୱେବେନେଶ୍ୱର ମନ୍ଦିର ପାର୍ଶ୍ୱରେ ଆକାଶିଆ, ରାଧା ଚୁଡା, ଅଁଳା, ପିଜୁଳି, ବାହାଡା ଏବଂ ଶିଶୁ ଆଦି ବୃକ୍ଷରୋପଣ କରାଯାଇଛି।

ନେହୁରୁ ଯୁବକେନ୍ଦ୍ର ଜଗତସିଂହପୁର ଜିଲ୍ଲା ସଂଯୋଜକ ନିଖିଳ କୋକୋଲା ସହ ସଂଯୋଜକ ପବିତ୍ର ମୋହନ ସୁବୁଧି, ବ୍ଲକ ସଂଯାଜକ ନୃସିଂହ ମହାରଣା, ତିରୁଣା ପଂଚାୟତର ସରପଞ୍ଚ ନିରୁପମା ଦାସ, ନାୟବ ସରପଞ୍ଚ ଦିଜବର ପରିଡା, ସମାଜସେବି ବିଚିତ୍ରାନନ୍ଦ ପଣ୍ଡା ଓ ଗୋପବନ୍ଧୁ ସ୍ମାରକୀ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବଂଶୀଧର ଦାସ ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏହି କାର୍ଯ୍ୟକ୍ରମକୁ ଏକତା ସ୍ପୋଟିଙ୍ଗ କ୍ଲବ୍ ସଭାପତି ଜ୍ଞାନ ରଞ୍ଜନ ପରିଡା, ଉପଦେଷ୍ଟା ମୁକେଶ ପରିଡା, ସହସଭାପତି ଜ୍ଞାନ ରଞ୍ଜନ ନାୟକ, ସହ କୋଷାଧ୍ୟକ୍ଷ ନୃସିଂହ ପରିଡା, ପ୍ରିୟଦର୍ଶନ ରଥ ଏବଂ ସଭ୍ୟ ସମ୍ପଦ ସ୍ୱାଇଁ ପ୍ରମୁଖ ସୁଚାରୁରୂପେ ସମ୍ପାଦନ କରିଥିଲେ।

ବୃକ୍ଷରୋପଣ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026

କଂଗ୍ରେସକୁ ବାହୁଡ଼ିଲେ ନିମାପଡାର ବରିଷ୍ଠ ନେତା ସତ୍ୟବ୍ରତ ପାତ୍ର

March 11, 2026

ପଦ୍ମ ଧରିଲେ ରବୀନ୍ଦ୍ର ଜେନା: ଗତକାଲି ବିଜେଡ଼ି ରୁ ଦେଇଥିଲେ ଇସ୍ତଫା

March 11, 2026

ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଖାରଜ: ବାଚନିକ ଭୋଟରେ ହେଲା ନିଷ୍ପତ୍ତି

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.