Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରେଢାଖୋଲ ସବ୍‌ଡିଭିଜନରେ ମାଟ୍ରିକ ପରୀକ୍ଷାରେ ସକସେସ୍ ସୁମନ୍ ସାହୁ ଟପର
ଆଞ୍ଚଳିକ

ରେଢାଖୋଲ ସବ୍‌ଡିଭିଜନରେ ମାଟ୍ରିକ ପରୀକ୍ଷାରେ ସକସେସ୍ ସୁମନ୍ ସାହୁ ଟପର

July 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା
ରେଢାଖୋଲ: ଚଳିତ ବର୍ଷ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷାରେ ରେଢାଖୋଲ ସବଡିଭିଜନରେ ସକସେସ୍ ସୁମନ୍ ସାହୁ ୫୪୫ ମାର୍କ ରଖି ଟପ୍ପର ହୋଇଛନ୍ତି। ରେଢାଖୋଲ ବ୍ଲକ୍ ଭରତାପୁର ପଂଚାୟତର ବଡଖୋଳ ଗ୍ରାମର ରବିନ୍ଦ୍ରନାଥ ସାହୁ ଓ ସୁକାନ୍ତି ସାହୁଙ୍କ କନିଷ୍ଠ ପୁତ୍ର ସକସେସ୍ ସୁମନ୍ ସାହୁ ରେଢାଖୋଲ ସ୍ଥିତ ଶ୍ରୀ ଅରବିନ୍ଦ ପୁର୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ପାଠ ପଢୁଥିଲେ। ତାଙ୍କର ଏହି ସଫଳତାରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ , ଛାତ୍ରଛାତ୍ରୀ ଅଭିନନ୍ଦନ ଜଣାଇଛନ୍ତି।

ସୁମନଙ୍କୁ ଭବିଷ୍ୟତରେ କଣ ହେବ ବୋଲି ପଚାରିବାରୁ ସେ ବଡ ହେଲେ ଆଇଏଏସ୍ ହେବେ ବୋଲି ପ୍ରକାଶ କରିଛନ୍ତି। ସେ ଦିନକୁ ୫ ରୁ ୬ ଘଂଟା ପଢାପଢି କରନ୍ତି ବୋଲି ପ୍ରକାଶ କରିଛନ୍ତି। ତାଙ୍କର ଏହି ସଫଳତାରେ ସୁମନର ପିତା ମାତା ଖୁସି ଅନୁଭବ କରୁଛନ୍ତି ବୋଲି ପ୍ରକାଶ କରିଛନ୍ତି। ସେ ମୋଟ ୬୦୦ ମାର୍କରୁ ୫୪୫ ମାର୍କ(ଶତକଡା ୯୦.୯୩)ରଖିଛନ୍ତି।

ରେଢାଖୋଲ ସବଡିଭିଜନ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ବିଶେଷ ବକ୍ତୃତା କାର୍ଯ୍ୟକ୍ରମ

October 7, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026

ବାଲୁଗାଁ ଏଲ୍‌ଆଇସି ଶାଖାରେ ଲିଆଫି ୬୨ତମ ପ୍ରତିଷ୍ଠା ଦିବସ

October 3, 2026
Latest News

ମୁଖ୍ୟମନ୍ତ୍ରୀ ବଡ଼ ନିଷ୍ପତ୍ତି: ବିଏମସି ଅଞ୍ଚଳରେ ପୂଜା ଆୟୋଜନ ପାଇଁ ଗ୍ରାଉଣ୍ଡ ରେଣ୍ଟ ଛାଡ଼

October 7, 2026

ଏସ୍‌ସିବିସିଙ୍କ ପାଇଁ କମିଶନ ଗଠନ

October 7, 2026

ଦିଲ୍ଲୀରେ ହଁ, ଓଡ଼ିଶାରେ ନାଁ: ବନ୍ଦ ସମର୍ଥନକୁ ନେଇ ବଦଳିଲା ବିଜେଡିର ନିଷ୍ପତ୍ତି

October 7, 2026

ଚେକ୍ ବାଉନ୍ସ ମାମଲାରେ ସୁପ୍ରିମକୋର୍ଟରେ ହାଜର ହେଲେ ରାଜପାଲ ଯାଦବ

October 7, 2026

ସେବା ଏବଂ ସମର୍ପଣର ୨୫ ବର୍ଷ ପୂରଣ ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଅମିତ ଶାହଙ୍କ ଅଭିନନ୍ଦନ

October 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.