Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅବକାରୀ ଚଢ଼ାଉ: ୫ହଜାର ଲିଟିର ଦେଶୀ ମଦ ଜବତ
ଆଞ୍ଚଳିକ

ଅବକାରୀ ଚଢ଼ାଉ: ୫ହଜାର ଲିଟିର ଦେଶୀ ମଦ ଜବତ

July 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଆଜି ଏକ ବଡ଼ଧରଣର ଅବକାରୀ ଚଢ଼ାଉ ହୋଇ ବିପୁଳ ପରିମାଣରେ ଦେଶୀ ମଦ ଜବତ ହୋଇଛି। ଘଟଣାରୁ ପ୍ରକାଶ ଯେ କୁକୁଡ଼ାଖଣ୍ଡି ବ୍ଲକ୍ ଅନ୍ତର୍ଗତ କମ୍ଭଝରୀ ଗ୍ରାମରେ ବ୍ୟାପକ ଦେଶୀ ମଦ କାରବାର ହେଉଥିବା ନେଇ ଅବକାରୀ ବିଭାଗ ଏବଂ ତହସିଲ୍‌ଦାର ଖବର ପାଇଥିଲେ। ଉଭୟ ବିଭାଗର ବହୁ କର୍ମଚାରୀଙ୍କ ସହ ଅତିର୍କିତ ଚଢ଼ାଉ କରାଯାଇଥିଲା। ଚଢ଼ାଉରେ ପ୍ରାୟ ୫୦୦୦ ଲିଟର ଦେଶୀ ମଦ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି।

ଅବକାରୀ ଚଢ଼ାଉ ଦେଶୀ ମଦ ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026
Latest News

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026

କୋବା ତିର୍ଥଠାରେ ‘ସମ୍ରାଟ ସମ୍ପ୍ରତି’ ସଂଗ୍ରହାଳୟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 31, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

“ପରମାଣୁ ବିପଦ ବଢାଇଲା ଇରାନ ଯୁଦ୍ଧ”: ଆମେରିକା ଉପରେ ଗମ୍ଭୀର ଅଭିଯୋଗ ଆଣିଲା ରୁଷ

March 31, 2026

ଆଜି ପଞ୍ଜାବ କିଙ୍ଗସ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ମୁକାବିଲା: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି ଏକାଦଶ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.