Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜୁଆଆଡ୍ଡା ଚଢ଼ାଉ: ୧୭ ଜୁଆଡ଼ି ଗିରଫ, ୨୦ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଜବତ
ଆଞ୍ଚଳିକ

ଜୁଆଆଡ୍ଡା ଚଢ଼ାଉ: ୧୭ ଜୁଆଡ଼ି ଗିରଫ, ୨୦ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଜବତ

August 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ

ବ୍ରହ୍ମପୁର: ବଡ଼ବଜାର ଥାନା ଅନ୍ତର୍ଗତ ପ୍ରହ୍ଲାଦ ନଗର ତୃତୀୟ ଗଳିରେ ଥିବା ଏକ ଜୁଆଆଡ୍ଡା ଉପରେ ବଡ଼ବଜାର ଥାନା ପୋଲିସ୍ ଚଢ଼ାଉ କରି ୧୭ ଜଣ ଜୁଆଡ଼ିକୁ ଗିରଫ କରିଥିବା ଜଣାପଡ଼ିଛି । ଘଟଣାରୁ ପ୍ରକାଶ ଯେ ପ୍ରହ୍ଲାଦ ନଗର ତୃତୀୟ ଗଳିରେ ରହୁଥିବା ୱାଇ. ଯୋଗେଶ୍ୱର ରାଓ ଓରଫ୍ କାଣ୍ଟି ନାମକ ଯୁବକ ନିଜ ଘରେ ଏଭଳି ଜୁଆଆଡ୍ଡା ଚଳାଇଥିଲେ । ବହୁ ଅଂଚଳରୁ ଜୁଆଡ଼ିମାନେ ଆସି ଏଠାରେ ସୁରକ୍ଷିତ ଭାବେ ଜୁଆ ଖେଳି ଯାଉଥିଲେ ।

ଆଜି ବଡ଼ବଜାର ଥାନା ପୋଲିସ୍ କୌଣସି ବିଶେଷ ସୂତ୍ରରୁ ଖବର ପାଇ ଘର ଉପରେ ଅତର୍କିତ ଚଢ଼ାଉ କରିଥିବାବେଳେ ୧୭ ଜୁଆଡ଼ିକୁ ଗିରଫ କରାଯାଇଛି । ଜୁଆଆଡ୍ଡାରୁ ୨୦ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଜବତ ହୋଇଥିବା ଥାନାଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି । ସୂଚନାଥାଉକି କରୋନା ସମୟରେ ଲକ୍‌ଡ଼ାଉନ୍ ଓ ସଟ୍‌ଡ଼ାଉନ୍‌କୁ ଆଖି ଆଗରେ ରଖି ଜୁଆଡ଼ିମାନେ କିଛି କାମ ନକରି ନିଜ ଦୋକାନ ବଜାର ବନ୍ଦ କରି ଜୁଆକୁ ଏକ ମୁଖ୍ୟ ବ୍ୟବସାୟ ରୂପେ ବାଛି ନେଇଛନ୍ତି । ସହରରେ ବିଭିନ୍ନ ଭଡ଼ାଘରେ ଏହିଭଳି ଜୁଆଆଡ୍ଡା ଚାଲିଥିବା ବେଳେ କିଛି ପୋଲିସ୍‌ର ଗୋଚରରେ ଚାଲିଥିବାବେଳେ କିଛି ଅଗୋଚରରେ ଚାଲାଇ ଧରାପଡ଼ନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026

ବାଣପୁର: ବ୍ଲକ୍ ସ୍ତରୀୟ ଚକ୍ଷୁ ଚିକିତ୍ସା ତାଲିମ୍ ଶିବିର ଉଦଯାପିତ

September 9, 2026

ସେଣ୍ଟ ଜାଭିୟର ହାଇସ୍କୁଲ ଦ୍ଵାରା ବାଣପୁର ଅଞ୍ଚଳର କୃତି ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧନା

September 7, 2026
Latest News

ଭୁବନେଶ୍ୱରସ୍ଥିତ CSIR-IMMT ଗସ୍ତ କଲେ ଆମେରିକୀୟ କନସୁଲ ଜେନେରାଲ

September 10, 2026

ସୋଆ କୃଷି ମହାବିଦ୍ୟାଳୟର ୨୦୨୬ ବ୍ୟାଚ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ

September 10, 2026

ବିରଜାଈ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତା ସମାବେଶ ଓ ମିଶ୍ରଣ ପର୍ବ

September 10, 2026

ସେପ୍ଟେମ୍ବର ୧୦ ରାଶିଫଳ: କ’ଣ ରହିବ ଆପଣଙ୍କ ଭାଗ୍ୟଫଳ?

September 10, 2026

ସୁନା ମୁଦି ଯୋଜନାକୁ ନେଇ ବଡ଼ ଅପଡେଟ୍, ଘୁଞ୍ଚିଲା ଲଞ୍ଚ ଡେଟ୍

September 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.