Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ବୃକ୍ଷରୋପଣ ଓ ଚାରା ବଣ୍ଟନ
ଆଞ୍ଚଳିକ

ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ବୃକ୍ଷରୋପଣ ଓ ଚାରା ବଣ୍ଟନ

August 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପିଣ୍ଟୁ ବିଷୋୟୀ

ବେଗୁନିଆପଡା: ଗଞ୍ଜାମ ଜିଲ୍ଲା ଦେଉଳିଆପଡା ସ୍ଥିତ ସିଦ୍ଧେସ୍ୱର ମନ୍ଦିର ପରିସରରେ ବେଗୁନିଆପଡା ବ୍ଲକ ଶାଖା ଋଷିକୁଲ୍ୟା ରୟତ ମହାସଭା ତରଫରୁ ବୃକ୍ଷରୋପଣ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ବୃକ୍ଷ ବଞ୍ଚିଲେ ଜୀବ ଜଗତ ବଞ୍ଚିବ ଏହି ନାରାରେ ୫୦ ରୁ ଊର୍ଦ୍ଧ୍ଵ ବୃକ୍ଷରୋପଣ ସହ ୨୦୦ ଗୋଟି ଚାରା ମାଗଣାରେ ବଣ୍ଟନ କରାଯାଇଥିଲା। ବେଗୁନିଆପଡା ବ୍ଲକର ୨୩ ଗୋଟି ପଞ୍ଚାୟତର କୃଷକ ମାନଙ୍କୁ ୫୦ ହଜାର ଚାରା ବଣ୍ଟନ କରାଯିବାର ଲକ୍ଷ୍ୟ ରଖାଯାଇଛି।

ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବେଦବର ପ୍ରଧାନ, ବ୍ଲକ ବିଜେଡି ସଭାପତି ବିଜୟ କୁମାର ଦୋରା, ଫାଣ୍ଡି ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ପ୍ରମୁଖ ଯୋଗ ଦେଇ ବୃକ୍ଷରୋପଣ କରିଥିଲେ। ଏଥିରେ ରୟତ ମହାସଭା ବେଗୁନିଆପଡ଼ା ବ୍ଳକ ଶାଖାର ସମ୍ପାଦକ ଭାସ୍କର ନାୟକ, ସଭାପତି ଜୋହନ ସ୍ଵାଇଁ, ଆବାହକ ନବକୃଷ୍ଣ ସ୍ଵାଇଁ, ଖଲ୍ଲିକୋଟ ବନାଞ୍ଚଳ ବନରଖି କମଳ ପତିଆର ସମେତ ବୃକ୍ଷପ୍ରେମୀ ଶିବ ମହାରଣା, ପ୍ରଫୁଲ୍ଲ ଡାକୁଆ, ସୁଜିତ୍ ଦଣ୍ଡପାଟ, ନାରାୟଣ ମାଝୀ, ଗୋବିନ୍ଦ ମହାନ୍ତି, ଅଭି ମହାନ୍ତି, ନରି ମହାନ୍ତି, ଶିବାନନ୍ଦ ସାହୁ, ସୁରେଶ ପାତ୍ର, ମିଟୁ ମଲ, ଚିନ୍ମୟ ନାୟକ, ଦିନେଶ କୁମାର ମହାରଣା, ଡାଳୁଆ ମାଝୀ, ପ୍ରଭାତ ମାଝୀ ସମେତ ଅନ୍ୟମାନେ ଉପସ୍ଥିତ ରହିବା ସହ ବୃକ୍ଷରୋପଣରେ ସହଯୋଗ କରିଥିଲେ।

ବୃକ୍ଷରୋପଣ
Share. Facebook Twitter LinkedIn Email WhatsApp Copy Link

Related Posts

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026
Latest News

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.