Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଶାଳିଆ ଡ୍ୟାମ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଆଞ୍ଚଳିକ

ବାଣପୁର ଶାଳିଆ ଡ୍ୟାମ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର

August 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

 ସୀତାରାମ ଅଗ୍ରୱାଲ 

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଶାଳିଆ ଡ୍ୟାମ ନିକଟରେ ଆଜି ଅପରାହ୍ନରେ ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ମୃତ ଯୁବକ ଜଣକ ବାଣପୁର ଥାନା ଅନ୍ତର୍ଗତ ସୁନାକେରା ଗ୍ରାମର କେଳୁଚରଣ ଭୋଳଙ୍କ ପୁତ୍ର ହେମନ୍ତ ଭୋଳ(୩୨) ବୋଲି ଜଣାପଡିଛି।

ମିଳିଥିବା ସୂଚନା ଅନୁଯାୟୀ ହେମନ୍ତ ଆଜି ସକାଳେ ପ୍ରାୟ ୧୦ ଘଟିକାରେ ଘରୁ ୫୦୦ ଟଙ୍କା ନେଇ ନିଜ ସ୍କୁଟି ଯୋଗେ ବାଣପୁର ଯାଇଥିଲେ।  କିନ୍ତୁ ଅପରାହ୍ନ ଯାଏଁ ଘରକୁ ନଫେରିବାରୁ ପରିବାର ଲୋକେ ଖୋଜାଖୋଜି ଆରମ୍ଭ କରିଥିଲେ ଏବଂ ପରେ ଲୋକମାନଙ୍କଠୁ ଖବର ପାଇ ଶାଳିଆ ଡ୍ୟାମ ନିକଟରେ ହେମନ୍ତ ଙ୍କ ମୃତଦେହ ଦେଖିବାକୁ ପାଇଥିଲେ।  ପରବର୍ତ୍ତୀ ସମୟରେ ପରିବାର ଲୋକେ ହେମନ୍ତଙ୍କୁ ବାଣପୁର ଡାକ୍ତରଖାନାକୁ ନେଇଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏ ସମ୍ପର୍କ ରେ ଖବର ପାଇ ବାଣପୁର ପୋଲିସ ଘଟଣା ସ୍ଥଳରେ ପହଞ୍ଚିଥିଲା।  ଏ ସଂକ୍ରାନ୍ତରେ ବାଣପୁର ପୋଲିସ କେସ ନମ୍ବର ୧୯/୨୦ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ବାଣପୁର ଥାନା ମୃତଦେହ ଉଦ୍ଧାର ଶାଳିଆ ଡ୍ୟାମ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କର ସାଧାରଣ ସଭା: ସମବାୟର ବିକାଶ ଓ ବ୍ୟବସାୟିକ ଅଭିବୃଦ୍ଧି ଉପରେ ଗୁରୁତ୍ୱ

September 30, 2026

କର୍ତ୍ତବ୍ୟନିଷ୍ଠ ଶିକ୍ଷୟିତ୍ରୀ ବିନୋଦିନୀ କୁଣ୍ଡୁଙ୍କୁ ଭାବବିହ୍ୱଳ ବିଦାୟ

September 30, 2026

ପଥୁରିଆ ଅଙ୍ଗନୱାଡି କେନ୍ଦ୍ରରେ ୯ମ ରାଷ୍ଟ୍ରୀୟ ପୋଷଣ ମାସ–୨୦୨୬

September 30, 2026

ଗୃହରକ୍ଷୀ ବିଦ୍ୟାଧର ସେଠୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କଲେ ଖୋର୍ଦ୍ଧା ଏସପି

September 30, 2026
Latest News

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.