Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜୱାନ ଓ ଏନ୍‌ସିସି ଅଫିସରଙ୍କୁ ଇନର ହ୍ୱିଲ୍ କ୍ଲବ୍ ଅଫ୍ ବ୍ରହ୍ମପୁର ପକ୍ଷରୁ ସମ୍ମାନିତ
ଆଞ୍ଚଳିକ

ଜୱାନ ଓ ଏନ୍‌ସିସି ଅଫିସରଙ୍କୁ ଇନର ହ୍ୱିଲ୍ କ୍ଲବ୍ ଅଫ୍ ବ୍ରହ୍ମପୁର ପକ୍ଷରୁ ସମ୍ମାନିତ

August 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ୭୪ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଇନର ହ୍ୱିଲ୍ କ୍ଲବ୍ ଅଫ୍ ବ୍ରହ୍ମପୁର ପକ୍ଷରୁ ଦେଶରକ୍ଷା ତଥା ସାମାଜିକ ସେବାରେ ନିଜକୁ ନିୟୋଜିତ କରୁଥିବା ଭାରତୀୟ ସୈନ୍ୟବାହିନୀର ଜୱାନ ତଥା ସମର ଶିକ୍ଷାର୍ଥୀ ବାହିନୀର ଅଧିକାରୀଙ୍କୁ ସମ୍ମାନିତ କରାଯାଇଛି। କ୍ଲବ୍ ପକ୍ଷରୁ ବିଭିନ୍ନ ସମୟରେ ବିଭିନ୍ନ କ୍ଷେତ୍ରରେ ସେବାମୂଳକ କାର୍ଯ୍ୟରେ ନିୟୋଜିତ କର୍ମୀଙ୍କୁ ଚୟନ କରାଯାଇ କିଛି ବ୍ୟକ୍ତିତ୍ୱଙ୍କୁ ସମ୍ମାନିତ କରାଯାଉଥାଏ। ଚଳିତବର୍ଷ କ୍ଲବ୍ ପକ୍ଷରୁ ଭାରତର ବିଭିନ୍ନ ସ୍ଥାନରେ ଏଭଳି ସମ୍ବର୍ଦ୍ଧନା ଓ ସମ୍ମାନ ପ୍ରଦାନ କରାଯାଇଥିବାବେଳେ ବ୍ରହ୍ମପୁର ସ୍ଥିତ ଏହି କ୍ଲବ୍ ପକ୍ଷରୁ ପ୍ରଥମ ଓଡ଼ିଶା ସିଟିସିର ଜୱାନଙ୍କ ସମେତ ସିଟି ହାଇସ୍କୁଲର ଏନ୍‌ସିସି ଚିଫ୍ ଅଫିସର ଗୋପାଳକୃଷ୍ଣ ମିଶ୍ର ଓ କନଭେଣ୍ଟ ସ୍କୁଲର ସେକେଣ୍ଡ ଅଫିସର ପୁଷ୍ପିତାଙ୍କୁ ସମ୍ମାନିତ କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

October 31, 2026

ଟାଙ୍ଗୀ ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

October 26, 2026

ରଣପୁର ପ୍ରେସ୍ କ୍ଲବରେ ଶାରଦୀୟ ଭେଟଘାଟ ଓ ସମ୍ବର୍ଦ୍ଧନା ଉତ୍ସବ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026
Latest News

୨୦୨୬ ବର୍ଷ ପାଇଁ ୪୯୦ ଜଣଙ୍କୁ ‘କେନ୍ଦ୍ରୀୟ ଗୃହମନ୍ତ୍ରୀ ଦକ୍ଷତା ପଦକ’ ପ୍ରଦାନ

November 1, 2026

ଏକତା ନଗରରେ ସିସିଆଇସି ପାଭିଲିୟନ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ

November 1, 2026

‘ଅର୍ଣ୍ଣବ’ ପ୍ରଭାବରେ ବ୍ୟାହତ ବିଦ୍ୟୁତ୍ ସେବାର ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

November 1, 2026

ଆଜି ନଭେମ୍ବର ୧ ତାରିଖରେ ଏହି ଚାରୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

November 1, 2026

କୋରାପୁଟ ମେଡିକାଲ୍ କଲେଜରେ ବଢ଼ିବ ୨୫ ଏମ୍‌ବିବିଏସ୍ ସିଟ୍‌

October 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.